ପୋଲିସ ଟ୍ରେନିଂ ସେଣ୍ଟରରେ ଆତ୍ମଘାତୀ ବିସ୍ଫୋରଣ; ୭ କର୍ମୀ ଓ ୬ ଆତଙ୍କବାଦୀ ନିହତ
କରାଚି: ପାକିସ୍ତାନରେ ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣ। ଉତ୍ତର-ପଶ୍ଚିମ ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶରେ ଏକ ପୋଲିସ ଟ୍ରେନିଂ ସେଣ୍ଟର ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା।
ଯାହା ପରେ ଏନକାଉଣ୍ଟରରେ ଆଉ ୬ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ପୋଲିସ ଅଧିକାରୀ ସହିଦ…