ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ?
ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସରେ ଦୁଇ ପ୍ରାର୍ଥୀ । ଖଡଗେଙ୍କୁ ଟକ୍କର ଦେବାକୁ ଯାଉଛନ୍ତି ଥରୁର । ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ? ଏହିକିଛି ଦିନ ହେବ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ପାଇଁ ରାଜନୈତିକ ପାଣିପାଗ ବହୁତ ସରଗରମ ରହିଥିଲା । କାହାକୁ ଆସନ ହରେଇବାର…