ସୋସିଆଲ୍ ମିଡିଆରେ ଫେକ୍ ଆକାଉଣ୍ଟ ଖୋଲିବା ସାଇବର ଅପରାଧ
ଓଡ଼ିଶା ସମ୍ବାଦ ବ୍ୟୁରୋ: ବଢୁଥିବା ସାଇବର ଅପରାଧକୁ ଦେଖି ଚେତାଇଲା ଓଡିଶା ପୁଲିସ। ଫେସବୁକ, ଟୁଇଟର ଏବଂ ଇନଷ୍ଟାଗ୍ରାମ ଭଳି ଫ୍ଲାଟଫର୍ମରେ ଫେକ୍ ଆଇଡି କରି କିମ୍ବା ଅନ୍ୟ କାହାର ଫଟୋ ଆଣି ଫେସବୁକ ପ୍ରୋଫାଇଲରେ ରଖି ସଂଚାଳନ କରିବାକୁ ଅପରାଧ ବୋଲି କହିଛି ଓଡିଶା ପୋଲିସ।
ଓଡ଼ିଶା…