Latest Odisha News

BREAKING NEWS

କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଥିବା ମେଘାଳୟ ରାଜ୍ୟପାଳ ଅବସର ନେଲେ

ନୂଆଦିଲ୍ଲୀ: ମେଘାଳୟ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଅବସର ନେଇଛନ୍ତି । ବାରମ୍ବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଚର୍ଚାରେ ରହୁଥିବା ସତ୍ୟପାଲ ମଲ୍ଲିକଙ୍କର କାର୍ଯ୍ୟକାଳ ସରିଛି । ଆଜିଠାରୁ ସେ ଆହୁରି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିପାରନ୍ତି । ଆସନ୍ତାକାଲି ସେ କୃଷକ ସମ୍ମିଳନୀରେ…

ଆଉ କିଛି ଘଣ୍ଟା ପରେ ଭାରତରେ ଆରମ୍ଭ ହେବ 5 ଜି ଯୁଗ

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ଭାରତରେ ଆରମ୍ଭ ହେବାକୁ ଯାଉଛି 5ଜି ସେବା ଯୁଗ । ପ୍ରଧାନମନ୍ତ୍ରୀ ଭାରତରେ 5ଜି ସେବାକୁ ଉଦଘାଟନ କରିବେ । ଇଣ୍ଡିଆନ ମୋବାଇଲ କଂଗ୍ରେସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ 5 ଜି ସେବାକୁ ଲଂଚ୍ କରିବେ ।  ଜିଓ ଏବଂ ଏୟାରଟେଲ ଭାରତରେ ପ୍ରଥମେ 5ଜି ସେବା…

ଭାରତକୁ ଲୁଟିଛନ୍ତି ପଶ୍ଚିମ ଦେଶ,ଋଷକୁ ଲୁଟିପାରିବେ ନାହିଁ: ପୁଟିନ

ମସ୍କୋ:  ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପଶ୍ଚିମ ଦେଶ ସମୁହ ଉପରେ ବର୍ଷିଛନ୍ତି । ପଶ୍ଚିମ ଦେଶମାନେ ଭାରତକୁ ଲୁଟିଥିବା ବେଳେ ଏବେ ଋଷକୁ ଲୁଟିବାକୁ ଇଚ୍ଛା ରଖିଥିବା କହିଛନ୍ତି । ଶହ ଶହ ବର୍ଷ ଧରି ଏସିଆ, ଆଫ୍ରିକାର ଦେଶମାନଙ୍କୁ ଲୁଣ୍ଠନ କରିଥିବା ପଶ୍ଚିମଦେଶମାନେ ଋଷ ଉପରେ ଏପରି ନଜର…

ପବିତ୍ର ଦୁର୍ଗାପୂଜା ଅବସରରେ ବିଦ୍ୟୁତ୍ ସୁରକ୍ଷାକୁ ନେଇ ସଚେତନତା

ଭୁବନେଶ୍ୱର: ସାରା ରାଜ୍ୟରେ ପବିତ୍ର ଦୁର୍ଗାପୂଜାକୁ ନେଇ ପ୍ରସ୍ତୁତି ପୂର୍ଣ୍ଣ ମାତ୍ରାରେ ଆଗେଇ ଚାଲିଛି ।  ଉତ୍ସବ ଋତୁ ଅବସରରେ ଗୁଣାତ୍ମକ ଓ ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ପାଇଁ ଟାଟା ପାୱାର୍ ନର୍ଦନ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନ୍‌ଓଡିଏଲ୍‌) ପ୍ରସ୍ତୁତ ହୋଇ ରହିଛି ଏବଂ…

କେଜ୍ରିଓ୍ୱାଲଙ୍କୁ ଘରକୁ ଡାକିବାକୁ ସଂଘ କହିଥିଲା: ଅଟୋ ଡ୍ରାଇଭର ବିକ୍ରମ ଦନ୍ତାନି

ଅହମଦାବାଦ: ସେପ୍ଚେମ୍ବର 30ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ଅବସରରେ ଶତାଧିକ ଲୋକ ଯୋଗ ଦେଇଥିଲେ। ଯେଉଁଥିରେ ସାମିଲ ହୋଇଥିଲେ ନିକଟରେ ଅଟୋ ଡ୍ରାଇଭର ବିକ୍ରମ ଦନ୍ତାନି। ନିକଟରେ ଅରବିନ୍ଦ କେଜ୍ରିଓ୍ୱାଲ ଅଟୋରେ…

ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ: ମନ୍ତ୍ରୀଙ୍କ ସଂପୃକ୍ତି ଥିଲେ ବି କାହିଁକି ତଦନ୍ତ ପରିସରଭୁକ୍ତ ହୋଇ ନାହାନ୍ତି?

ଭୁବନେଶ୍ୱର: ବିଜୁ ଜନତା ଦଳର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ବିବାଦ ବଢିବାରେ ଲାଗିଛି। ଆଉ ପୋଲିସର ତଦନ୍ତ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇ ଘେରିଛି କଂଗ୍ରେସ। ଭାଇରାଲ ହୋଇଥିବା ଅଡିଓ କଲରେ ମନ୍ତ୍ରୀ ସମୀର ଦାଶ ଏବଂ ଯେଉଁ ସାମ୍ବାଦିକଙ୍କୁ ଧର୍ମେନ୍ଦ୍ର ସବୁ…

ଇଂରାଜୀରେ ଦୁର୍ବଳ ଥିଲେ ଏଥର ମାତୃଭାଷା ଓଡ଼ିଆରେ ପରୀକ୍ଷା ଦେଇ ହୋଇପାରିବେ ଓଏଏସ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ ବା ଓପିଏସସି ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷାରେ ଶୁକ୍ରବାର ରାଜ୍ୟ ସରକାର ବଡ଼ ଧରଣର ସଂଶୋଧନ ଆଣିଛନ୍ତି। ରାଜ୍ୟ କ୍ୟାବିନେଟ୍ ଦ୍ୱାରା ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ ହୋଇଛି । ଯେଉଁଥିରେ ପ୍ରାର୍ଥୀମାନଙ୍କ ପାଇଁ ଦୁଇଟି ଇଚ୍ଛାଧୀନ…

ଫିଲ୍ମରେ ସୁଯୋଗ ଦେବା ନାଁରେ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର: କାଷ୍ଟିଂ କାଉଚ ବିବାଦରେ ଓଲିଉଡ ପ୍ରଯୋଜକ ଅକ୍ଷୟ ପରିଜା। ଫିଲ୍ମରେ ସୁଯୋଗ ଦେବେ କହି ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଅକ୍ଷୟ ପରିଜା ଏହି ମାମଲାରେ ଛନ୍ଦି ହେବା ପରେ ଥାନାରେ ପାଲଟା ଏତଲା ଦେଇଛନ୍ତି। କିନ୍ତୁ ଗୁରୁତ୍ବପୂର୍ଣ୍ଣ କଥା…

ପୁଅ ମାଡ଼ରେ ବାପା ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ଘାଂସିବିଲି ଗ୍ରାମରେ ପୁଅର ମାଡ଼ରେ ବାପାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ୭୨ ବର୍ଷୀୟ ପ୍ରଭାକର ସାହୁ। ପୁଅ ଅନ୍ତର୍ୟ୍ୟାମୀ ସାହୁ ଓ ବାପା ପ୍ରଭାକର ସାହୁଙ୍କ ମଧ୍ୟରେ କୌଣସି ଘଟଣାକୁ ନେଇ ବଚସା ହୋଇଥିଲା। ସେଥିରେ ପୁଅ ଉତକ୍ଷୀପ୍ତ ହୋଇ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ପାଖରୁ ମିଳିଲାଣି ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି

ବ୍ରହ୍ମପୁର: ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଗ ଅନ୍ତର୍ଗତ ବାଘୁଆ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ଜିଲାର ୯ଟି ସ୍ଥାନରେ ଚଢଉ ପରେ ତାଙ୍କ ପାଖରୁ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ମିଳିଛି। ପ୍ରାୟ ୨୦…