ଘରେ ପଶି ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଯୁବ ବିଜେଡ଼ି ସମ୍ପାଦକ ଗିରଫ
ବ୍ରହ୍ମପୁର: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗାଁରେ ରାତି ଅଧରେ ଜଣେ ମହିଳାଙ୍କ ଘରେ ପଶି ଅସଦାଚରଣ କରିବା ଓ ଜାତିକୁ ଆକ୍ଷେପ କରି ଗାଳିଗୁଲଜ କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ଶାସକ ବିଜୁ ଯୁବ ଜନତା ଦଳ ଜିଲ୍ଲା ସମ୍ପାଦକ (ଗଞ୍ଜାମ ) ପି. ଜଗା ରାଓ ରେଡ୍ଡୀକୁ ବୁଧବାର…