ସବୁ କଳ୍ପନାଜଳ୍ପନାର ଅନ୍ତ, ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ। ପଦ୍ମ ଧରିଲେ ଜୟ ଢୋଲକିଆ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଶାତାଧିକ ସମର୍ଥକଙ୍କ ସହ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଢୋଲକିଆ। ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ଜୟ ଢୋଲକିଆ। ଏକ ମିଶ୍ରଣ ପର୍ବ…