ଆସନ୍ତୁ ଜାଣିବା ଭାରତର କେଉଁ ବଡ ସହର ମାଆ ଦୁର୍ଗାଙ୍କ ନାମରେ ନାମିତ
ନୂଆଦିଲ୍ଲୀ: ଏବେ ସାରା ଭାରତ ଉତ୍ସବ ମୁଖରିତ କାରଣ ମାଆ ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଯାଇଛି । ନବରାତ୍ରୀରେ ୯ ଦିନ ଧରି ମାଆ ଦୁର୍ଗାଙ୍କୁ ପୂଜା କରାଯାଇଥାଏ । ଆପଣମାନେ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ, ଭାରତର ବଡ ବଡ ସହର ପ୍ରକୃତରେ ମାଆଙ୍କ ନାମରେ ନାମିତ । ସେଗୁଡିକ ହେଲା-
ମୁମ୍ବାଇ:…