ଶୀତଦିନେ ଜଳଖିଆରେ ସାମିଲ କରନ୍ତୁ ଅଣ୍ଡା
ଓଡ଼ିଶା ସମ୍ବାଦ ବୁରୋ : ଶରୀର ସୁସ୍ଥ ପାଇଁ ସଠିକ୍ ପରିମାଣରେ ଖାଦ୍ୟ ଖାଇବା ଆବଶ୍ୟକ । କେତେକ ଖାଦ୍ୟ ମଧ୍ୟରୁ ଅଣ୍ଡା ଏପରି ଏକ ଖାଦ୍ୟ ଯାହା ଆମ ଶରୀରରେ ଅନେକ ପୋଷକ ତତ୍ତ୍ୱର ଅଭାବକୁ ପୂରଣ କରିଥାଏ । ଅଣ୍ଡା ପ୍ରୋଟିନଯୁକ୍ତ ଖାଦ୍ୟ । ଏଥିରେ ଭିଟାମିନ୍ ବି, ଭିଟାମିନ ବି ୧୨,…