ବୟସ ଜାଲିଆତି ଅଭିଯୋଗ ନେଇ ଲକ୍ଷ୍ୟ ସେନଙ୍କ ବିରୁଦ୍ଧରେ ଏଫଆଇଆର
ବାଙ୍ଗାଲୋର: ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ଲକ୍ଷ୍ୟ ସେନଙ୍କ ବିରୁଦ୍ଧରେ ରୁଜୁ ହୋଇଛି ଏଫଆଇଆର । ବୟସ ଜାଲିଆତି କରିଥିବା ଅଭିଯୋଗ ନେଇ ଲକ୍ଷ୍ୟ ସେନ, ତାଙ୍କ ପରିବାର ଏବଂ ପୂର୍ବତନ ଭାରତୀୟ କୋଚ ବିମଲ କୁମାର ମଧ୍ୟ ଏଥିରେ ଫସିଛନ୍ତି । ଏମ.ଗୋଭିପ୍ପା ନାଗରାଜନାମକ ଜନୈକ ବ୍ୟକ୍ତି…