ଆତଙ୍କବାଦ ବିରୋଧରେ ବଡ ସଫଳତା; ନିଜ ଅଭିଭାଷଣରେ ‘ଅପରେସନ୍ ସିନ୍ଦୂର’କୁ ପ୍ରଶଂସା କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ 'ଅପରେସନ୍ ସିନ୍ଦୂର'ର ସଫଳତାକୁ ନେଇ ଦେଶ ଏବଂ ସଶସ୍ତ୍ର ବାହିନୀର ପ୍ରଶଂସା କରି କହିଛନ୍ତି ଯେ ଏହା ଆତଙ୍କବାଦ ବିରୁଦ୍ଧରେ ହୋଇଥିବା ଏକ ଲଢେଇର ଉଦାହରଣ ଯାହାକି ସବୁଦିନ ପାଇଁ ଇତିହାସରେ ଲିପିବଦ୍ଧ ହୋଇରହିବ।
ସ୍ୱାଧୀନତା ଦିବସର…