ପୁସ୍ତକମେଳା ଆୟୋଜନ ନେଇ ଆଲୋଚନା
ଭୁବନେଶ୍ୱର : ଓଡ଼ିଶାର ସର୍ବବୃହତ ପ୍ରକାଶକ ସଂଘ "ଉତ୍କଳ ପବ୍ଲିଶର୍ସ ଆଣ୍ଡ୍ ବୁକସେଲର୍ସ ଆସୋସିଏସନ" ପକ୍ଷରୁ ଓଡ଼ିଆ ଭାଷା ସାହିତ୍ଯ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ସହିତ ଏକ ସୌଜନ୍ୟମୂଳକ ସାକ୍ଷାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଅନୁଷ୍ଠାନର ସଭାପତି…