ଗ୍ୟାଙ୍ଗଷ୍ଟର ଲିଙ୍କ୍ ସନ୍ଦେହରେ ଦେଶର ୨୦ଟି ସ୍ଥାନରେ ଏନଆଇଏ ରେଡ୍
ନୂଆଦିଲ୍ଲୀ : ଗ୍ୟାଙ୍ଗଷ୍ଟର ଲରେନ୍ଲ ବିଶ୍ନୋଇ ଉପରେ ଏନଆଇଏ ଶିକୁଳି । ଗ୍ୟାଙ୍ଗଷ୍ଟର ଲରେନ୍ସକୁ ଜେରା କରିଛନ୍ତି ଏନଆଇଏ ଓ ଦିଲ୍ଲୀ ପୋଲିସ । ଏହାପରେ ଜଣାପଡିଛିଯେ ଅନେକ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଜେଲରେ ରହି ନିଜ ନେଟଓ୍ୱର୍କ ଜାରି ରଖିଛନ୍ତି । ତେଣୁ ପ୍ରାୟ ୬ଟି ଜିଲ୍ଲାର ମୋଟ ୨୦ଟି ଠିକଣାରେ…