ଛାତ୍ର କହିଥିଲେ ‘ପାଇଲଟ୍ ହେବି’; ବିଜୁଙ୍କ ଜୀବନୀ ପୁସ୍ତକ ପଠାଇଲେ ୫-ଟି ସଚିବ
ବ୍ରହ୍ମପୁର: ଗଞ୍ଜାମ ଜିଲାରେ ତୃତୀୟ ପର୍ଯ୍ୟନ୍ତ ୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏହି କ୍ରମରେ ଗତ ମଙ୍ଗଳବାର ଭିଡ଼ିଓ କନ୍ଫ୍ରେନ୍ସିଂରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍। ଭବିଷ୍ୟତରେ କିଏ କ’ଣ…