ଆତ୍ମ ସମର୍ପଣ କଲେ ତରୁଣ ତେଜପାଲ
ନୂଆଦିଲ୍ଲୀ: ନ୍ୟୁଜ ମାଗାଜିନ୍ ତେହେଲକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲ ସୋମବାର ଗୋଆ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି।
ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ ତାଙ୍କୁ ୨୦୧୩ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଆତ୍ମସମର୍ପଣ…