Latest Odisha News

BREAKING NEWS

ଜାପାନ ଯିବେ ଓଡ଼ିଆ ଛାତ୍ରଛାତ୍ରୀ, ‘ସାକୁରା’ କାର୍ଯ୍ୟକ୍ରମରେ ହେବେ ସାମିଲ୍

ଭୁବନେଶ୍ୱର: ଓଡିଶାର ବିଭିନ୍ନ ଜିଲ୍ଲାରୁ ଛଅ ଜଣ ମେଧାବୀ ଛାତ୍ରଛାତ୍ରୀ ଜାପାନରେ ଅନୁଷ୍ଠିତ ବିଜ୍ଞାନ ଭିତ୍ତିକ କାର୍ଯ୍ୟକ୍ରମ “ସାକୁରା” ରେ ରାଜ୍ୟକୁ ପ୍ରତିନିଧିତ୍ବ କରିବେ। ଅଗଷ୍ଟ ୧୬ରୁ ୨୩ ପର୍ଯ୍ୟନ୍ତ ଜାପାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଆଇକନିକ୍ ଓଏଭି, ଅନ୍ଧାରୁଆ,…

ଭୁବନେଶ୍ୱରରେ ହେବ ଭାରତର ସବୁଠୁ ବଡ ବିମାନ ମରାମତି କେନ୍ଦ୍ର

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ପୂର୍ବ ଭାରତର ପ୍ରଥମ ବଡ଼ ବିମାନ ମରାମତି କେନ୍ଦ୍ର । ବିମାନ ସେବା ପାଇଁ ଓଡ଼ିଶାକୁ ଏକ ଆଞ୍ଚଳିକ କେନ୍ଦ୍ରରେ ପରିଣତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ରାଜ୍ୟ କ୍ୟାବିନେଟ୍‌ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ…

ଋଣ ନାଁରେ ଠକେଇ ଅଭିଯୋଗ, ସ୍ୱାମୀ ରାଜ୍ କୁନ୍ଦ୍ରାଙ୍କ ସହ ଅଡୁଆରେ ଅଭିନେତ୍ରୀ ଶିଳ୍ପା ସେଟ୍ଟି….

ନୂଆଦିଲ୍ଲୀ: ଜଣାଶୁଣା ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟି ଏବଂ ତାଙ୍କ ବ୍ୟବସାୟୀ ସ୍ୱାମୀ ରାଜ୍ କୁନ୍ଦ୍ରାଙ୍କ ବିରୁଦ୍ଧରେ ଏକ ବଡ଼ ଠକେଇ ଅଭିଯୋଗ ସାମ୍ନାକୁ । ମୁମ୍ବାଇର ଜଣେ ବ୍ୟବସାୟୀ ଉଭୟଙ୍କୁ ୬୦.୪ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ କରିଛନ୍ତି । ଏହି ମାମଲା ସେମାନଙ୍କ ବର୍ତ୍ତମାନ…

କଂଗ୍ରେସର ବଡ଼ ଦାବି: ନିର୍ବାଚନ କମିଶନ ବାରଣାସୀର ଭୋଟର ତାଲିକା ଦିଅନ୍ତୁ ନଚେତ ୨୦୨୪ ଲୋକସଭା ନିର୍ବାଚନ ବାତିଲ…

ନୂଆଦିଲ୍ଲୀ: ଗତ କିଛି ଦିନ ଧରି କଂଗ୍ରେସ ପକ୍ଷରୁ ନିର୍ବାଚନ କମିଶନଙ୍କ ଉପରେ ଭୋଟ ଚୋରି ଅଭିଯୋଗ ଲଗାଯାଉଛି। ନିର୍ବାଚନ କମିଶନ ଏହି ଅଭିଯୋଗ ଉପରେ ଚୁପ୍ ରହିଥିବା ବେଳେ, ବିଜେପି ଲଗାତାର କଂଗ୍ରେସ ଉପରେ ଆକ୍ରମଣ କରୁଥିବା ଦେଖାଯାଉଛି। ଏହି ସମୟରେ, କଂଗ୍ରେସ ମୁଖପାତ୍ର ପବନ ଖେଡା ୨୦୨୪…

ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ। ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ବୈଷୟିକ କମିଟି। ଏପରି ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏହି କମିଟି ବିଭିନ୍ନ ସହରକୁ ଯାଇ ସ୍ଥିତି ଅନୁଧ୍ୟାନ କରିବ। ନୂଆ ଟ୍ରାକ୍ ନେଇ କମିଟି ରିପୋର୍ଟ…

ସ୍ଵାଧୀନତା ଦିବସରେ ୧୦୯୦ ଜଣଙ୍କୁ ମିଳିବ ବୀରତ୍ଵ ପୁରସ୍କାର, ଓଡ଼ିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ବର: ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ କର୍ମଚାରୀମାନଙ୍କୁ ସମ୍ମାନିତ କରାଯିବ । ଗୃହ ମନ୍ତ୍ରଣାଳୟ ପକ୍ଷରୁ ୧୦୯୦ ଜଣ ପୋଲିସ, ଅଗ୍ନିଶମ, ହୋମଗାର୍ଡ, ନାଗରିକ ପ୍ରତିରକ୍ଷା ଏବଂ ସୁଧାର ସେବା କର୍ମଚାରୀଙ୍କୁ ସାହସିକତା ତଥା ସେବା ପଦକ ପ୍ରଦାନ ପାଇଁ…

ବୁଲାକୁକୁର ମାମଲାରେ ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ, କହିଲେ ‘ସମାଧାନ ଆବଶ୍ୟକ, ବିବାଦ…

ନୂଆଦିଲ୍ଲୀ: ଗୁରୁବାର ସୁପ୍ରିମକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ ଦିଲ୍ଲୀ-ଏନସିଆରରେ ବୁଲା କୁକୁରଙ୍କ ମାମଲାର ଶୁଣାଣି କରିଛନ୍ତି । ସୁପ୍ରିମକୋର୍ଟ ଗୁରୁବାର ଦିନ ବୁଲା କୁକୁର ଭୟରେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ନିଷ୍କ୍ରିୟତା ପାଇଁ ଭର୍ତ୍ସନା କରିଛନ୍ତି ଏବଂ ଦିଲ୍ଲୀ-ଏନସିଆରରେ ସମସ୍ତ…

ଭିସୁଟ ସ୍ନାତକ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେଲା ଡ୍ରେସ୍ କୋର୍ଡ, ଛାତ୍ରୀଙ୍କୁ ଓଢଣୀ ମନା, ପିନ୍ଧିବେ…..

ସମ୍ବଲପୁର: ସମ୍ବଲପୁରର ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ ବା ଭିସୁଟ ଏହାର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସକୋର୍ଡ ଲାଗୁ କରିଛି । ୨୦୨୫-୨୬ ଶିକ୍ଷାବର୍ଷ ଠାରୁ ସମସ୍ତ ପ୍ରଥମ ବର୍ଷର ସ୍ନାତକ ଛାତ୍ରଙ୍କ ପାଇଁ ଏକ ବାଧ୍ୟତାମୂଳକ ୟୁନିଫର୍ମ ଡ୍ରେସ୍ କୋଡ୍…

ସ୍ୱାଧୀନତା ଦିବସ ପାଳନ ସମୟରେ ଅଚାନକ ପଡୋଶୀ ଦେଶରେ ହେଲା ଗୁଳିବର୍ଷା, ୩ ମୃତ, ୬୦ରୁ ଅଧିକ ଆହତ

ନୂଆଦିଲ୍ଲୀ: ପାକିସ୍ତାନ ୧୪ ଅଗଷ୍ଟରେ ଅର୍ଥାତ୍ ଆଜି ସ୍ୱାଧୀନତା ଦିବସ ପାଳନ କରୁଛି । ସ୍ୱାଧୀନତା ଦିବସ ପାଳନ ସମୟରେ ଉତ୍ସବରେ ଦେଶ ବାସୀ ବିଭୋର ଥିବା ବେଳେ କରାଚୀ ସହରରେ ଯନ୍ତ୍ରଣାଦାୟକ ଘଟଣା ଘଟିଛି। ସ୍ୱାଧୀନତା ଦିବସ ପାଳନ ସମୟରେ ହଠାତ୍ ଗୁଳିକାଣ୍ଡରେ ଜଣେ ୮ ବର୍ଷୀୟା ଝିଅ ଏବଂ ଜଣେ…

ସନ୍ଧ୍ୟା ୬ଟା୩୦ ରୁ ରାତି ୧୧ ଯାଏଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରାବଣ ମାସର କୃଷ୍ଣ ସପ୍ତମୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ରୀତି ସମ୍ପାଦିତ ହେବ । ଏହି ସମୟରେ ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ବିଧି। ଦ୍ୱିପହର ଧୂପ ପରେ ଶ୍ରୀମନ୍ଦିରର…