ବେଗବାନ୍ ଜୀବନ
ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’
ପ୍ରଫେସର ସଞ୍ଜୟ ଉପାଧ୍ୟାୟଙ୍କ କୋଠରୀ ଭିତରକୁ ଅନୁମତି ମାଗି ପଶିଆସିଲେ ତିନିଜଣ ସ୍ନାତକ ଶ୍ରେଣୀର ଛାତ୍ରୀ। ଏବେ ସ୍ନାତକ ଦ୍ୱିତୀୟ ବର୍ଷରେ ପଢୁଛନ୍ତି ସେମାନେ। କ୍ଲାସ୍ ସରିଆସିବା ବେଳ ହେଲାଣି। ଏବେ ପିଲାମାନେ ଘରକୁ ଯିବା କଥା। ଏମିତି…