ସଞ୍ଜୟ ଶତପଥୀଙ୍କୁ ଦେବଗିରି ସମ୍ମାନ ଓ ଡିଲେଶ୍ୱର ରଣାଙ୍କୁ ଦେବଗିରି ଯୁବ ସମ୍ମାନ
ଭବାନୀପାଟଣା : ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ବିଶିଷ୍ଟ ଶିକ୍ଷାବିତ, ଲେଖକ, ଅଭିନେତା, ଗୀତିକାର, କଣ୍ଠଶିଳ୍ପୀ, ଉପସ୍ଥାପକ ତଥା କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କୁ ଏ ବର୍ଷର ମର୍ଯ୍ୟାଦାଜନକ 'ଦେବଗିରି ସମ୍ମାନ' ଏବଂ…