Latest Odisha News

BREAKING NEWS

ବନ୍ୟା ବିପନ୍ନଙ୍କ ପାଇଁ ୬ ଲକ୍ଷ ଟଙ୍କା ଦେଲା ଓଡ଼ିଶା ହୋଟେଲ ଓ ରେଷ୍ଟୁରାଣ୍ଟ ଆସୋସିଏସନ୍

ଭୁବନେଶ୍ୱର: ହୋଟେଲ ଓ ରେଷ୍ଟୁରାଣ୍ଟ ଆସୋସିଏସନ୍, ଓଡ଼ିଶା ବନ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଆଗେଇ ଆସିଛି । HRAO ରାଜ୍ୟ ସରକାରଙ୍କୁ ବନ୍ୟା ବିପନ୍ନଙ୍କ ଲାଗି ୬ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି । ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଜରିଆରେ ଓଡ଼ିଶା ହୋଟେଲ ଓ…

ଦୈନିକ କେତେ ମାତ୍ରାରେ ‘ରିଫାଇନ ତେଲ’ ଖାଇବା ଉଚିତ୍ ?

ରନ୍ଧନ ତେଲରେ ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱ ଥାଏ। କିନ୍ତୁ ଆପଣ ଜାଣନ୍ତିକି ରନ୍ଧନ ତୈଳକୁ ଚର୍ବିର ଭଣ୍ଡାର ମଧ୍ୟ କୁହାଯାଏ। ତେଣୁ ଏହି ରନ୍ଧନ ତେଲ ଦୈନିକ କେତେ ପରିମାଣରେ ଖାଇବା ଉଚିତ୍ ସେ ସମ୍ପର୍କରେ ଆମେ ଆଲୋଚନା କରିବା । ଚାଟ୍-ପକୁଡି କିମ୍ବା ଭଜା ହୋଇଥିବା ମସଲାଯୁକ୍ତ ଖାଦ୍ୟ ଅତ୍ୟନ୍ତ…

ଭଲ ନିଦ ହେଉ ନାହିଁକି ? ଆପଣାନ୍ତୁ ଏହି ସ୍ଲିପିଂ ହ୍ୟାକ୍ସ

ରାତିରେ ଭଲ ନିଦ ହେବା ନିତ୍ୟାନ୍ତ ଆବଶ୍ୟକ। ଅତିକମରେ ଦୈନିକ 8 ଘଣ୍ଟା ଶୋଇଲେ ଶରୀର ସୁସ୍ଥ ରହେ। ଏହାସହ ଆପଣଙ୍କ ମନ ବି ସୁସ୍ଥ ରହେ। କିନ୍ତୁ ମୁଣ୍ଡରେ ଚିନ୍ତା, ଡିପ୍ରେସନରେ ରହିଲେ ଆପଣ ଶୋଇବାକୁ ଯେତେ ଚେଷ୍ଟା କରନ୍ତୁ କୌଣସି ସୁଫଳ ମିଳେ ନାହିଁ। ଆଜି ଆମେ ଆପଣଙ୍କୁ ଏପରି କିଛି ଶୋଇବା…

ସୂର୍ଯ୍ୟକିରଣ ଶୋ’ରେ ରାଜଧାନୀର ଆକାଶକୁ ରଙ୍ଗୀନ କଲା ବାୟୁ ସେନା

ଭୁବନେଶ୍ୱର: କୁଆଖାଇ ନଦୀ ପଠାରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଶୋ ପ୍ରଦର୍ଶିତ ହୋଇଛି । ଯେଉଁଥିରେ ଏରୋବେଟିକ୍ ଟିମ୍ ଆକାଶରେ ସାହାସିକ ପ୍ରଦର୍ଶନ କରିଛନ୍ତି । ଏକାସାଙ୍ଗରେ ୯ଟି ହକ୍ ଲଢ଼ୁଆ ବିମାନ ଆକାଶରେ ଉଡ଼ି ସମସ୍ତଙ୍କୁ ଆକର୍ଷିତ କରିଥିଲା । ସୂର୍ଯ୍ୟକିରଣ ଶୋ ଦେଖିବାକୁ କୁଆଖାଇ…

ଋଷ ରାଷ୍ଟ୍ରପତିଙ୍କ ସାମ୍ନାରେ ହେଡଫୋନ୍ ଲଗାଇପାରେଲିନି ପାକିସ୍ତାନ ପ୍ରଧାନମନ୍ତ୍ରୀ, ହସିଦେଲେ ପୁଟିନ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ସାଂଘାଇ କୋପୋର୍ସନ ଅର୍ଗାନାଇଜେନ ବା ଏସସିଓ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଜବେକିସ୍ତାନର ସମରକନ୍ଦରେ ପହଞ୍ଚିଛନ୍ତି। ଅନ୍ୟପକ୍ଷରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ…

ଜୟଶ୍ରୀ ଦାସଙ୍କୁ ଶ୍ରେଷ୍ଠ ସାହିତ୍ୟିକା ଜ୍ୟୋତି ସମ୍ମାନ ପ୍ରଦାନ

ଭୁବନେଶ୍ୱର : ନାଗେଶ୍ୱର ଫିଲ୍ମ ପ୍ରଡ଼କ୍ସନ୍ ଅନୁକୁଲ୍ୟରେ ସ୍ଥାନୀୟ ବୁଦ୍ଧମନ୍ଦିରଠାରେ ନାଗେଶ୍ବର ସିନେ ସାହିତ୍ୟ ଆୱାର୍ଡ – ୨୦ ୨୨ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜୟଶ୍ରୀ ଦାସଙ୍କୁ 'ଶ୍ରେଷ୍ଠ ସାହିତ୍ୟିକା ଜ୍ୟୋତି ସମ୍ମାନ' ପ୍ରଦାନ କରାଯାଇଛି । ଏହା ସହ ଦିବ୍ୟାଙ୍ଗ ସମାଜସେବିକା…

ଦିଲ୍ଲୀରେ ଅବକାରୀ ଦୁର୍ନୀତି ମାମଲା, ୪୦ଟି ସ୍ଥାନରେ ଇଡିର ରେଡ୍

ନୂଆଦିଲ୍ଲୀ: ଦିଲ୍ଲୀର ଅବକରୀ ନୀତି ଘୋଟାଲା ମାମଲାରେ ଇଡି ସକ୍ରିୟ ହୋଇଛି। ଏହି ମାମଲାରେ ହାଇଦ୍ରାବାଦ, ବାଙ୍ଗାଲୋର ଏବଂ ଚେନ୍ନାଇ ସମେତ ଦେଶର ୪୦ ଟି ସ୍ଥାନରେ ଚଢ଼ାଉ କରିଛି। କେବଳ ହାଇଦ୍ରାବାଦର ୨୫ ଟି ସ୍ଥାନରେ ରେଡ୍ ହୋଇଥିବା ସୂଚନା ମିଳିଛି। ଏ ନେଇ ଇଡି ଆଜି ଦିଲ୍ଲୀ…

ଦକ୍ଷିଣ କୋରିଆନର ସୌନ୍ଦର୍ଯ୍ୟ ରହସ୍ୟ ‘ପିଙ୍କ୍ ଆଲୋଭେରା’

କୋରିଆନ ମହିଳାଙ୍କ ତ୍ୱଚା ଉଜ୍ୱଳ ଏବଂ କାଚ ପରି ଚିକ୍କଣ। ଆଜିକାଲି ସୋସିଆଲ ମିଡିଆରେ କୋରିଆନ ବିୟୁଟି ସିକ୍ରେଟର ଅନେକ ଚର୍ଚ୍ଚା ଚାଲିଛି। କୋରିଆନ ଭଳି ତ୍ୱଚା ପାଇବା ପାଇଁ କିଛି ଲୋକେ ଅନେକ ବିୟୁଟି ଟିପ୍ସ ଆପଣାଉଛନ୍ତି। ତେବେ ଆମେ ଆଜି ଆପଣଙ୍କୁ କହିବୁ ଦକ୍ଷିଣ କୋରିଆନର ସୌନ୍ଦର୍ଯ୍ୟ…

ଗୋଆରେ କଂଗ୍ରେସ ବିଧାୟକ ବିଜେପିରେ ସାମିଲ ହେବା ପଛରେ ମମତାଙ୍କ ନେତା !

ପାଣାଜି: ଗୋଆରେ କଂଗ୍ରେସ ଛାଡି ବିଜେପିରେ ମିଶିଛନ୍ତି ୮ ବିଧାୟକ। ଏହି ମିଶ୍ରଣ ପଛରେ ମାଷ୍ଟର ମାଇଣ୍ଡ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବୋଲି ଚର୍ଚ୍ଚା ହେଉଥିବା ବେଳେ ଏବେ ଆଉ ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚକିତ କରିଛି। କାରଣ ଏହି କଂଗ୍ରେସ ବିଧାୟକ ବିଜେପିରେ ସାମିଲ ହେବା…

ମାଲକାନଗିରିରେ ଓଟିଇଟି ପରୀକ୍ଷା ବାତିଲ, ଖୁବଶୀଘ୍ର ଘୋଷଣା ହେବ ନୂଆ ତାରିଖ

ମାଲକାନଗିରି: ଗତ ୨୯ ତାରିଖରେ ଓଟିଇଟି ପରୀକ୍ଷା ହୋଇଥିଲା। ଏହି ସମୟରେ ମାଲକାନଗିରିର ତିନି ପରୀକ୍ଷା କେନ୍ଦ୍ରରେ କପି ହୋଇଥିଲା ଏବଂ ପ୍ରଶ୍ନପତ୍ର ବହୁପୂର୍ବରୁ ବାହାରକୁ ପଳାଇ ଆସିଥିଲା। ପରେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ମାଲକାନଗିରିରେ ଓଟିଇଟି ପରୀକ୍ଷା ବାତିଲ କରିଛନ୍ତି ଜିଲ୍ଲା ଶିକ୍ଷା…