ଏସଆଇ ନିଯୁକ୍ତି ଦୁର୍ନୀତି ମାମଲା; ତଦନ୍ତ କରିବ ସିବିଆଇ
ଭୁବନେଶ୍ୱର: ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ତଦନ୍ତ ସିବିଆଇ ଦ୍ବାରା କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅକ୍ଟୋବର ୨୨ରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ। ଯାହାକୁ ବର୍ତ୍ତମାନ୍ ଅନୁମୋଦନ ମିଳିଥିବା ନେଇ ଏକ ସରକାରୀ ବିଜ୍ଞପ୍ତିରେ କୁହାଯାଇଛି।
ସୂଚନାଯୋଗ୍ୟ ଯେ,…