Latest Odisha News

BREAKING NEWS

୨୦୨୭ ସୁଦ୍ଧା ପଞ୍ଚାୟତଗୁଡ଼ିକର ହେବ ପୁନର୍ଗଠନ: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ସ୍ଥାନୀୟ ଶାସନକୁ ସୁଦୃଢ଼ କରିବା ପାଇଁ ୨୦୨୭ ପୂର୍ବରୁ ରାଜ୍ୟବ୍ୟାପୀ ପଞ୍ଚାୟତଗୁଡ଼ିକର ପୁନର୍ଗଠନ ଏବଂ ୨୦୨୯ ସୁଦ୍ଧା ବ୍ଲକଗୁଡ଼ିକର ପୁନର୍ଗଠନ କରିବାକୁ ଯୋଜନା କରିଛନ୍ତି। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି ଯେ ପରବର୍ତ୍ତୀ ପଞ୍ଚାୟତ…

ଆଇସିସି ଦିନିକିଆ ର‌୍ୟାଙ୍କିଙ୍ଗ: ଦ୍ୱିତୀୟ ସ୍ଥାନରେ ରୋହିତ

ନୂଆଦିଲ୍ଲୀ: ଭାରତୀୟ ଦିନିକିଆ କ୍ରିକେଟ ଟିମର ଅଧିନାୟକ ରୋହିତ ଶର୍ମା ସଦ୍ୟ ପ୍ରକାଶିତ ଆଇସିସି ର‌୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛନ୍ତି । ସେ ପାକିସ୍ତାନର ବାବର ଆଜମଙ୍କୁ ପଛରେ ପକାଇ ଦେଇଛନ୍ତି । ଭାରତୀୟ ଟେଷ୍ଟ ଟିମର ଅଧିନାୟକ ଶୁଭମନ ଗିଲ ଦିନିକିଆରେ ଶୀର୍ଷ ସ୍ଥାନ ବଜାୟ…

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ଖୋଲିଲା ଗୁମର; ଡ୍ରାଇଭର ଜରିଆରେ କଟକରୁ ନୟାଗଡ଼କୁ ନେଇଥିଲେ ପ୍ରଶ୍ନପତ୍ର

କଟକ: ଓଟିଇଟି ପ୍ରଶ୍ନପତ୍ର କେଳେଙ୍କାରୀର ଖୋଲିଲା ବଡ଼ ଗୁମର । କଟକରୁ ପ୍ରଶ୍ନପତ୍ର ଚୋରି ହେବା ପରେ ଜଣେ ଡ୍ରାଇଭରଙ୍କ ଜରିଆରେ ନୟାଗଡ଼ ପଠା ଯାଇଥିଲା । ରିମାଣ୍ଡରେ ଆସିଥିବା ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଓ ଶିକ୍ଷକ ନେତା ବିଜୟ ମିଶ୍ର ମାନିଛନ୍ତି ଦୋଷ । ସୂଚନାଥାଉକି,…

ମଲ୍ଲଯୋଦ୍ଧା ସୁଶୀଲ କୁମାରଙ୍କ ଜାମିନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଅଲମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ବିରୁଦ୍ଧରେ ମଲ୍ଲଯୋଦ୍ଧା ସାଗର ଧନକରଙ୍କୁ ହତ୍ୟା କରିବା ଅଭିଯୋଗରେ ମାମଲା ରୁଜୁ କରାଯାଇଥିଲା। ଯାହାକୁ ନେଇ ଦିଲ୍ଲୀ ହାଇକୋର୍ଟ ତାଙ୍କୁ ଜାମିନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ବର୍ତ୍ତମାନ୍ ସୁପ୍ରିମକୋର୍ଟ ସୁଶୀଲ କୁମାରଙ୍କ ଜାମିନକୁ…

୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି।…

ବିହାରରେ ବିରୋଧୀଙ୍କ ହାତରେ ବ୍ରହ୍ମାସ୍ତ୍ର !

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ଆଗରୁ ବିରୋଧୀଙ୍କ ବଡ଼ ରଣନୀତି। ଆସନ୍ତା 17ତାରିଖରୁ ଆରମ୍ଭ ହେବାକୁ ଯାଉଛି ଭୋଟର ଅଧିକାର ଯାତ୍ରା। ପ୍ରାୟ ଦୁଇ ସପ୍ତାହ ଧରି ପ୍ରସ୍ତାବିତ ଏହି ଯାତ୍ରା ନେଇ ନିକଟରେ ବସିଥିବା ଇଣ୍ଡିଆ ମେଣ୍ଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଭୋଟ ଚୋରିକୁ ଅସ୍ତ୍ର…

ଆଇଏମଡିବି ଜାରୀ କଲା ବିଶ୍ୱର ୧୦ ସୁନ୍ଦରୀ ଅଭିନେତ୍ରୀଙ୍କ ନାମ, ଭାରତରୁ ଜଣେ

ମୁମ୍ବାଇ: ଇଂଟରନେଟ ମୁଭି ଡାଟାବେସ (ଆଇଏମଡିବି) ନିକଟରେ ବିଶ୍ୱର ୧୦ ସୁନ୍ଦରୀ ଅଭିନେତ୍ରୀଙ୍କ ନାମ ଜାରୀ କରିଛି । ଏହି ତାଲିକାରେ ଭାରତର ଜଣେ ମାତ୍ର ଅଭିନେତ୍ରୀ ସ୍ଥାନ ପାଇଛନ୍ତି । ସେ ହେଲେ ମିମି ଫେମ ଅଭିନେତ୍ରୀ କ୍ରିତି ସାନୋନ । ୨୦୨୧ରେ ମିମିରେ ସେ ସରୋଗେଟ ମାଆର ଭୂମିକା କରି ବେଶ…

ଲୋଭ ସାମାଜିକ ମୂଲ୍ୟବୋଧ ହ୍ରାସର ମୂଳ କାରଣ: ଜଷ୍ଟିସ୍‍ ଏନଏସ୍ ହେଗଡେ

ଭୁବନେଶ୍ୱର: ବର୍ତ୍ତମାନ ଯୁଗରେ ଲୋଭ ହିଁ ସାମାଜିକ ମୂଲ୍ୟବୋଧର ହ୍ରାସର ମୂଳ କାରଣ। ଏନେଇ ସ୍ୱନାମଧନ୍ୟ ଆଇନଜ୍ଞ, ସର୍ବୋଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ତଥା କର୍ଣ୍ଣାଟକ ପ୍ରାକ୍ତନ ଲୋକାୟୁକ୍ତ ଜଷ୍ଟିସ୍‍ ଏନ୍‍ ସନ୍ତୋଷ ହେଗଡେ କହିଛନ୍ତି। ଦୁଇ ଦିନିଆ କିଟ୍‍ ଓ କିସ୍‍ ପରିଦର୍ଶନରେ…

କେମିତି ପ୍ରମାଣ କରିବେ, ଆପଣ ଭାରତୀୟ ନାଗରିକ?

ନୂଆଦିଲ୍ଲୀ: ଆଧାରକାର୍ଡ, ପାନ୍ କାର୍ଡ କି ଭୋଟ ପରିଚୟ ପତ୍ର ଆପଣଙ୍କ ନାଗରିକତାର ପ୍ରମାଣ ଦେବ ନାହିଁ । କେବଳ ଆଧାର କାର୍ଡ ଦର୍ଶଇ ପାରିବ ନାହିଁ ଯେ ଆପଣ ଭାରତର ନାଗରିକ । ବମ୍ବେ ହାଇକୋର୍ଟରୁ ଆରମ୍ଭ କରି ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏନେଇ ସ୍ପଷ୍ଟିକରଣ ରଖିସାରିଛନ୍ତି । ମଙ୍ଗଳବାର…

‘ଏମ୍‌.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲ’ର ଶୁଭାରମ୍ଭ; ପ୍ରକଳ୍ପର ବାସ୍ତବ ସ୍ଥିତି ସମ୍ପର୍କରେ ହେବେ ଅବଗତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର (https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ କରିଛନ୍ତି। ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ…