ଦିନକରେ ୫୯ ଜୁଆଡ଼ିଙ୍କୁ ଧରି ଦୁଇ ଲକ୍ଷ ଜବତ କଲା ବ୍ରହ୍ମପୁର ପୋଲିସ
ବ୍ରହ୍ମପୁର: ଗଞ୍ଜାମ ଜିଲାରେ ଦଶହରା ଠାରୁ କୁମାର ପୂର୍ଣ୍ଣିମା ପର୍ଯ୍ୟନ୍ତ ଜୁଆ ଖେଳ ପ୍ରଚୁର ପରିମାଣରେ ଚାଲିଥାଏ। ଏହା ବେଆଇନ୍ ହୋଇଥିବା ଯୋଗୁ ବର୍ତ୍ତମାନ ଧରପଗଡ଼କୁ ଜୋର୍ଦାର୍ କରିଛି ବ୍ରହ୍ମପୁର ପୋଲିସ। ବୁଧବାର ଗୋଟିଏ ଦିନରେ ପୋଲିସ ୫୯ଜଣ ଜୁଆଡ଼ିଙ୍କୁ ଧରିବା ସହିତ ସେମାନଙ୍କ ପାଖରୁ…