ସାରା ଶର୍ମାଙ୍କ ‘ମାଇଁ ଏକ୍ସପେରିମେଣ୍ଟ ୱିଥ୍ କମ୍ୟୁନିଟି ପୋଲିସିଙ୍ଗ’ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…
ଭୁବନେଶ୍ୱର : ଆଇପିଏସ ସାରା ଶର୍ମାଙ୍କ ପୁସ୍ତକ ମାଇଁ 'ଏକ୍ସପେରିମେଣ୍ଟ ୱିଥ୍ କମ୍ୟୁନିଟି ପୋଲିସିଙ୍ଗ' ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ଆରକ୍ଷୀ ବିଭାଗର ବ୍ୟସ୍ତ ବହୁଳ ସମୟ ମଧ୍ୟରେ ପୁସ୍ତକ ରଚନା ପାଇଁ ଆଗ୍ରହୀ ହୋଇଥବା ଯୋଗୁଁ ମୁଖ୍ୟମନ୍ତ୍ରୀ ଲେଖିକାଙ୍କୁ…