Latest Odisha News

BREAKING NEWS

ଦୁର୍ଗା ପୂଜା ପାଇଁ କଡ଼ା ସୁରକ୍ଷା, ସାରା ରାଜ୍ୟରେ ୨୩୦ ପ୍ଲାଟୁନ୍ ପୋଲିସ ମୁତୟନ

ଭୁବନେଶ୍ୱର: ପାର୍ବଣ ପାଇଁ ପୋଲିସର ପ୍ରସ୍ତୁତି । ରାଜ୍ୟବ୍ୟାପୀ ମୁତୟନ ୨୩୦ ପ୍ଲାଟୁନ୍ ପୋଲିସ । ଦୁର୍ଗା ପୂଜା ସମୟରେ ହେଉଥିବା ଜନଗହଳି ଓ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟବ୍ୟାପୀ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସାରା ରାଜ୍ୟରେ ଜିଲ୍ଲା ପୋଲିସ ସହ ଅତିରିକ୍ତ ୨୩୦ ପ୍ଲାଟୁନ୍…

ଭାରତର ସ୍ୱଚ୍ଛ ସହର ଇନ୍ଦୋର

ନୂଆଦିଲ୍ଲୀ :  ନିଜକୁ ଫିଟ ରଖିବା ପାଇଁ ହେଲେ ଆମକୁ ସୁସ୍ଥତା ଉପରେ ଅଧିକ ଧ୍ୟାନ ଦେବାକୁ ହେଇଥାଏ। ତେବେ ଆମ ସହର ଯେତେ ପୁରିସ୍କାର ରହିବ ଆମେ ସେତେ ସୁସ୍ଥ ବାତାବରଣରେ ରହିବାକୁ ସମୟ ପାଇଥାଉ। ତେବେ ସବୁ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେନ୍ଦ୍ରର ବାର୍ଷିକ ସ୍ଵଚ୍ଛ ସର୍ବେକ୍ଷେଣ ରିପୋର୍ଟ…

ବୁମରାହ ଏବେ ବି ଟି୨୦ ବିଶ୍ୱକପ ଦଳରୁ ବାହାରି ନାହାନ୍ତି: ଦ୍ରାବିଡ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଯଶ୍ରପ୍ରୀତ ବୁମରାହଙ୍କୁ ନେଇ ବଡ ଅପଡେଟ ଦେଇଛନ୍ତି । ସେ କହିଛନ୍ତି ବୁମରାହ ଏବେ ଏନସିଏରେ ଅଛନ୍ତି । ତାଙ୍କ ଫିଟନେସ ନେଇ ଅଫିସିଆଲ ରିପୋର୍ଟ ଆସିନି । ଏବେ ବି ସେ ଟି୨୦ ବିଶ୍ୱକପ ଦଳରୁ ବାଦ ପଡି ନାହାନ୍ତି ବୋଲି ଦ୍ରାବିଡ କହିଛନ୍ତି ।…

ଅଫିସ୍‌ରେ ମଦ୍ୟପାନ ଘଟଣା:ଆରବିଏସକେ ମ୍ୟାନେଜରଙ୍କ ବୁର୍ଲା ବଦଳି

ବ୍ରହ୍ମପୁର: ଗଞ୍ଜାମ ଜିଲା ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ(ଆରବିଏସ୍‌କେ)ର ଆସିଷ୍ଟାଣ୍ଟ ମ୍ୟାନେଜର ସନ୍ଦୀପ କୁମାର ତ୍ରିପାଠୀ କାର୍ଯ୍ୟାଳୟ ଭିତରେ ବସି ମଦ୍ୟପାନ ସଂପର୍କିତ ଫଟୋ ଭାଇରାଲ୍‌ ହୋଇଥିଲା। ସ୍ବାସ୍ଥ୍ୟ ବିଭାଗ ଏହାର ତଦନ୍ତ କରିଥିଲା। ତାଙ୍କ ବିରୋଧରେ ଅନେକ ଡାକ୍ତର,…

ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ?

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସରେ ଦୁଇ ପ୍ରାର୍ଥୀ । ଖଡଗେଙ୍କୁ ଟକ୍କର ଦେବାକୁ ଯାଉଛନ୍ତି  ଥରୁର  ।  ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ? ଏହିକିଛି ଦିନ ହେବ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ପାଇଁ ରାଜନୈତିକ ପାଣିପାଗ ବହୁତ ସରଗରମ ରହିଥିଲା । କାହାକୁ ଆସନ ହରେଇବାର…

ଉନ୍ମୁକ୍ତ ଚାନ୍ଦଙ୍କ ଆଖିରେ ବାଜିଲା ବଲ

ନୂଆଦିଲ୍ଲୀ: ୧୯ ବର୍ଷରୁ ବିଶ୍ୱକପ ବିଜୟୀ ଭାରତୀୟ ଦଳର ପୂର୍ବତନ ଅଧିନାୟକ ଉନ୍ମୁକ୍ତ ଚାନ୍ଦଙ୍କ ଆଖିରେ ବଲ ବାଜିଛି । ତେବେ କିପରି ତାଙ୍କ ଆଖିରେ ବଲ ବାଜିଲା ତାହା ସ୍ପଷ୍ଟ ହୋଇନି । ୨୯ ବର୍ଷୀୟ ଏହି ଯୁବ ଖେଳାଳି ଗତବର୍ଷ କ୍ରିକେଟରୁ ଅବସର ଘୋଷଣା କରିଥିଲେ । ଏହା ପରେ ସେ ଏବେ ଆମେରିକା…

‘ଉଡ୍ର’ ତରଫରୁ ସହରାଞ୍ଚଳ ବାସଶୂନ୍ୟ ଆଶ୍ରୟସ୍ଥଳୀରେ ନୂତନ ବସ୍ତ୍ର ବଣ୍ଟନ

ଭୁବନେଶ୍ୱର: ଓଡ଼ିଆ ସିନେ ଜଗତର ବର୍ଷିଆନ୍ ଲୋକପ୍ରିୟ ଅଭିନେତ୍ରୀ ସ୍ୱର୍ଗତ ଅନିତା ଦାସଙ୍କ ଆଜି ଜନ୍ମଦିନ । ସେହି ଦିନକୁ ମନେ ରଖିବା ପାଇଁ ଆଜି ‘ଉଡ୍ର ଚାରିଟେବୁଲ୍ ଟ୍ରଷ୍ଟ’ର ପରାମର୍ଶଦାତା ତଥା ‘ମୋ କଲେଜ’ ଅଧ୍ୟକ୍ଷ (ଓଡ଼ିଶା ସରକାର) ଆକାଶ ଦାସନାୟକଙ୍କ ନେତୃତ୍ୱରେ ‘ଉଡ୍ର’ ତରଫରୁ…

କିଟ୍‍ ବିଶ୍ୱବିଦ୍ୟାଳୟର ୧୮ତମ ସମାବର୍ତ୍ତନ, ବିକାଶ ପାଇଁ ଜ୍ଞାନ ହେଉଛି ମୂଳ ସମ୍ବଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶରେ ସାମାଜିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଜ୍ଞାନ ହେଉଛି ମୂଳ ସମ୍ବଳ । କିଟ୍‍ ବିଶ୍ୱବିଦ୍ୟାଳୟର ୧୮ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି- ଜ୍ଞାନ ବିପ୍ଲବ ଆମ ଜୀବନର ପ୍ରତ୍ୟେକଟି ଦିଗକୁ ଏକ ସ୍ୱତନ୍ତ୍ର…

ପିଏଫଆଇର ଧମକ : କେରଳରେ ପ୍ରମୁଖ ଆରଏସଏସ ନେତାଙ୍କୁ ୱାଇ ସୁରକ୍ଷା

ନୂଆଦିଲ୍ଲୀ: ଆତଙ୍କବାଦୀ ଗତିବିଧି ନେଇ କେନ୍ଦ୍ର ସରକାର ପପୁଲାର ଫ୍ରଂଟ ଅଫ ଇଣ୍ଡିଆକୁ ବ୍ୟାନ କରିଛି । ଏନଆଇଏ ସେପ୍ଟମ୍ବର ୨୨ରେ ୧୫ ରାଜ୍ୟରେ ଚଢ଼ାଉ କରିଥିଲା । ଏହି ଚଢ଼ାଉ ବେଳେ ପିଏଫଆଇ ସଦସ୍ୟ ମହମ୍ମଦ ବଶୀରଙ୍କ ଘରୁ କେରଳର ୫ ଆରଏସଏସ ଟାର୍ଗେଟରେ ଥିବା ପ୍ରମାଣ ମିଳିଥିଲା । ଏହାକୁ ଦେଖି…

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ, ଦୁଇ ଗିରଫ

ନୂଆପଡା: ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା । ନୂଆପଡା ଜିଲ୍ଲା ଖଡ଼ିଆଳ ପୁରୁଣା ବସଷ୍ଟାଣ୍ଡ ନିକଟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ୧୦ରୁ ଊର୍ଦ୍ଧ୍ବ ଦୁର୍ବୃତ୍ତ ଆଇନଜୀବୀ ସତ୍ୟ ନାରାୟଣ ଦାସଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିବା ସହ ସତ୍ୟଙ୍କ ପୁଅଙ୍କୁ ମଧ୍ୟ ଦୁର୍ବୃତ୍ତ…