ବିରୋଧୀ ଦଳରୁ କିଏ ହେବେ ଉପରାଷ୍ଟ୍ରପତି ପ୍ରାର୍ଥୀ?
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜଗଦୀପ ଧନଖଡ଼ ଗତ ମାସରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ଏହା ପରଠାରୁ ନୂତନ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ସମ୍ପର୍କରେ ଆଲୋଚନା ଆରମ୍ଭ ହୋଇଛି। ଏହି ସମୟରେ ବିରୋଧୀ ଦଳ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସୂତ୍ର ଅନୁଯାୟୀ,…