ମୁହଁ, ଗୋଡ଼ ବନ୍ଧା ୧୨ଟି ବୁଲା କୁକୁର ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରୁ ଉଦ୍ଧାର
ବ୍ରହ୍ମପୁର: ଗତ କିଛି ଦିନ ହେଲା ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ବୁଲା କୁକୁରର ଦୌରାତ୍ମ ଦେଖିବାକୁ ମିଳିଥିଲା। ତେବେ ଏହାକୁ ରୋକିବା ପାଇଁ ବିଶ୍ବବିଦ୍ୟାଳୟର କେତକ କର୍ମଚାରୀଙ୍କ ଅମାନବୀୟ କାଣ୍ଡକୁ ଏବେ ସବୁ ମହଲରୁ ନିନ୍ଦା କରାଯାଉଛି।
ଘଟଣା ହେଲା, ମଙ୍ଗଳବାର ବାଳିକା ହଷ୍ଟେଲ…