ନିଜେ ପଢ଼ିଥିବା ସ୍କୁଲ ପରିଦର୍ଶନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର: ଆଜି ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନ । ପ୍ରଥମେ ଆଜି ନିଜେ ପଢ଼ିଥିବା ସ୍କୁଲ ପରିଦର୍ଶନ କରିବେ ରାଷ୍ଟ୍ରପତି । ଖଣ୍ଡଗିରିରେ ଥିବା ତପୋବନ ହାଇସ୍କୁଲ,ପରେ ଯୁନିଟ୍ ୨ରେ ଥିବା ସରକାରୀ ଗାର୍ଲସ ହାଇସ୍କୁଲ ପରିଦର୍ଶନ କରିବେ ରାଷ୍ଟ୍ରପତି । …