ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୯୮
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସିଂହଦ୍ୱାରଠାରୁ ଏବେ ଦକ୍ଷିଣ ଦ୍ୱାର ଆଡେ ଆଗେଇଲେ ଶ୍ରୀମନ୍ଦିରଠାରୁ ବାଲିସାହି ଦେଇ ସ୍ୱର୍ଗଦ୍ୱାର ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ଦେଖିବାକୁ ମିଳିବ।…