କିଟରେ ଓଡ଼ିଶା ଅର୍ଥନୈତିକ ସଂଘର ୫୮ତମ ବାର୍ଷିକ ସମ୍ମିଳନୀ ଉଦ୍ଯାପିତ
ଭୁବନେଶ୍ୱର: କିଟ୍ ସ୍କୁଲ ଅଫ୍ ଇକୋନୋମିକ୍ସ ଆଣ୍ଡ କମର୍ସ ଓ ଓଡ଼ିଶା ଅର୍ଥନୈତିକ ସଂଘ (ଓଇଏ) ମିଳିତ ସହଯୋଗରେ ଓଇଏର ୫୮ତମ ବାର୍ଷିକ ସମ୍ମିଳନୀ ଓ ଅନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍ଯାପିତ ହୋଇଯାଇଛି।
ଫେବୃଆରୀ ୭ ଓ ୮ ତାରିଖ ଦୁଇ ଦିନ ଧରି ଚାଲିଥିବା ଏହି ସମ୍ମିଳନୀର ବିଷୟବସ୍ତୁ ଥିଲା…