କଟକରେ ଲିଜେଣ୍ଡ୍ସ ଲିଗ୍ କ୍ରିକେଟ୍ର ଫାଇନାଲ ମ୍ୟାଚ୍
ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୫ ତାରିଖରେ ସ୍କାଏ୨୪୭ ଡଟ୍ ନେଟ୍ ଲିଜେଣ୍ଡ୍ସ ଲିଗ୍ କ୍ରିକେଟ୍ (ଏଲ୍ଏଲ୍ସି)ର ଫାଇନାଲ ମ୍ୟାଚ୍ କଟକର ବାରବାଟୀ ଷ୍ଟାଡିୟମଠାରେ ଆୟୋଜିତ ହେବ । ଏହି ମ୍ୟାଚ ବେଶ ଉତ୍କଣ୍ଠାପୂର୍ଣ୍ଣ ହେବ ବୋଲି କହିଛନ୍ତି ଲିଜେଣ୍ଡ୍ସ ଲିଗ୍ କ୍ରିକେଟ୍ର ସହପ୍ରତିଷ୍ଠାତା ଓ…