Latest Odisha News

Odisha Politics: ରାଜ୍ୟସଭା ନିର୍ବାଚନକୁ ନେଇ ଏମିତି କହିଲେ ବିଜେଡି ବିଧାୟିକା ସୁବାସିନୀ

ଭୁବନେଶ୍ବର: ଗତକାଲି ସ୍ବାମୀ ରବୀନ୍ଦ୍ର ଜେନା ବିଜେପିରେ ମିଶିବା ପରେ ରାଜ୍ୟସଭା ନିର୍ବାଚନକୁ ନେଇ ମୁହଁ ଖୋଲିଛନ୍ତି ରବୀନ୍ଦ୍ର ଜେନାଙ୍କ ପତ୍ନୀ ସୁବାସିନୀ । ପ୍ରତିକ୍ରିୟାରେ କହିଲେ ମୋ ଭୋଟ କାହାକୁ ଦେବି ମୁଁ କାହିଁକି ଆପଣଙ୍କୁ ଜଣାଇବି । ବିଜେଡି ବିଧାୟିକା ସୁବାସିନୀ ଜେନା କହିଛନ୍ତି,…

IAS Reshuffles: ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି…

ବିଶ୍ୱକପ ଖେଳିବା ଅପେକ୍ଷା ଜରୁରୀ ଥିଲା ବାପାଙ୍କ ପାଖରେ ରହିବା

ବେଙ୍ଗାଲୁର: ଟି୨୦ କ୍ରିକେଟରେ ଭଲ ପ୍ରଦର୍ଶନ କରି ଜୀତେଶ ଶର୍ମା ଟି୨୦ ବିଶ୍ୱକପ ୨୦୨୬ ପାଇଁ ଭାରତୀୟ ଦଳରେ ସ୍ଥାନ ପାଇ ନ ଥିଲେ । ବିଶ୍ୱକପ ଆରମ୍ଭ ହେବା ଠିକ ପୂର୍ବରୁ ତାଙ୍କ ବାପା ଗୁରୁତର ଭାବେ ଅସୁସ୍ଥ ହୋଇ ପଡିଥିଲେ । ଶେଷରେ ତାଙ୍କ ବଦଳରେ ଚୟନ କମିଟି ଈଶାନ କିଶାନଙ୍କୁ ସୁଯୋଗ ଦେଇଥିଲେ…

ବବିଜେଡି ଓ କଂଗ୍ରେସ ମେଣ୍ଟ କରିବା ଏକ ହତାଶାର ମେଣ୍ଟ: ଅନିଲ ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପରିପ୍ରେକ୍ଷୀରେ ବିଜୁ ଜନତା ଦଳ (ବିଜେଡି) ଏବଂ କଂଗ୍ରେସ ମଧ୍ୟରେ ରାଜନୈତିକ 'ବିବାହ' ବିଷୟରେ ଉଲ୍ଲେଖ କରି ବିଜେପି ମୁଖପାତ୍ର ଅନିଲ ବିଶ୍ୱାଳଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଅନଲାଇନରେ ଏବେ ଜୋରଦାର ଆଲୋଚନା ଆରମ୍ଭ ହୋଇଛି। ରାଜ୍ୟସଭା ପାଇଁ ଦୁଇ ଦଳ…

Traffic Rule Violations: ସଡ଼କ ନିୟମ ଉଲ୍ଲଙ୍ଘନ କରୁଥିଲେ ସାବଧାନ… ମାର୍ଚ୍ଚ ୨୧ରୁ କଡ଼ା ଯାଞ୍ଚ

ଭୁବନେଶ୍ବର: ସଡ଼କ ଦୁର୍ଘଟଣା ଓ ସଡ଼କ ଦୁର୍ଘଟଣା ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ପରିବହନ ବିଭାଗ ଦ୍ୱାରା ହେବ ସ୍ୱତନ୍ତ୍ର ଅଭିଯାନ । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (RTO) ଏବଂ ଅତିରିକ୍ତ RTOଙ୍କୁ ଏସଂକ୍ରାନ୍ତରେ…

Petrol LPG Crisis: ପେଟ୍ରୋଲ, ଡିଜେଲ ଏବଂ ଗ୍ୟାସର ଅଭାବ ରୋକିବାକୁ ଅଣ୍ଟା ଭିଡ଼ିଲେ ସରକାର, ଶାହଙ୍କ ନେତୃତ୍ୱରେ…

ନୂଆଦିଲ୍ଲୀ: ଦେଶରେ ପେଟ୍ରୋଲ, ଡିଜେଲ ଏବଂ ରନ୍ଧନ ଗ୍ୟାସର ଅଭାବ ନହେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସରକାର ଏକ ସ୍ୱତନ୍ତ୍ର କମିଟି ଗଠନ କରିଛନ୍ତି, ଯେଉଁଥିରେ ଦେଶର ସବୁଠାରୁ ଶକ୍ତିଶାଳୀ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ…

Monalisa Marries Boyfriend: ହାତକୁ ଦୁଇହାତ ହେଲେ ମହାକୁମ୍ଭ ଭାଇରାଲ ଗାର୍ଲ୍, ମୁସଲିମ ବୟଫ୍ରେଣ୍ଡଙ୍କ ସହ…

ଲକ୍ଷ୍ନୌ: ୨୦୨୫ ମସିହାରେ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ସମୟରେ ମାଳ ବିକ୍ରୟ କରି ଲୋକଚର୍ଚ୍ଚାକୁ ଆସିଥିବା ମୋନାଲିସା ତାଙ୍କର ଗଭୀର ନୀଳ ଏବଂ ବଡ଼ ଆଖି ପାଇଁ ଶିରୋନାମାରେ ସ୍ଥାନ ପାଇଥିଲେ ଏବଂ ଶୀଘ୍ର ମହାକୁମ୍ଭ ଭାଇରାଲ୍ ଗାର୍ଲ୍ ପାଲଟିଥିଲେ। ଏବେ ସେ ପୁଣି ଚର୍ଚ୍ଚକୁ…

ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ: ଖରାଦିନେ ହେବନି ବିଜ୍ୟୁତ କାଟ୍

ଭୁବନେଶ୍ୱର: ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ। ଖରାଦିନେ କଟିବନି ଲାଇନ। ଅଂଶୁଘାତ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲେ ସରକାର। ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ୍। ଖରାଦିନେ ହେବନି ବିଦ୍ୟୁତ୍ କାଟ। ଶକ୍ତି ବିଭାଗକୁ ନିର୍ଦ୍ଦେଶ…

ରାଜ୍ୟସଭା ନିର୍ବାଚନ ପାଇଁ ହୁଇପ୍ ଜାରି କଲା ବିଜେଡି କଂଗ୍ରେସ

ଭୁବନେଶ୍ବର: ରାଜସଭା ନିର୍ବାଚନରେ କିଏ କାହାକୁ ଦେବ ଭୋଟ ? ହେବ କି କ୍ରସ୍ ଭୋଟିଂ ? ଏବେଠୁ ହେଲାଣି ବିରୋଧୀଙ୍କ ଛାତି ଧଡ଼ଧଡ଼। ଅସନ୍ତୁଷ୍ଟ ବିଧାୟକ ଧାଡ଼ି ଭାଙ୍ଗି ଯିବେନି ତ ? ଏହି ଭିତରେ ବିଧାୟକଙ୍କୁ ଏକ କରିବାକୁ ପ୍ରଦେଶ କଂଗ୍ରେସ ହ୍ବିପ୍ ଜାରି କରିଛି। ଏନେଇ କଂଗ୍ରେସ ସଭାପତି…

LPG Gas Row Protests In Assembly: ବିଧାନସଭାରେ ଏଲପିଜି ଗ୍ୟାସ୍ ତାତି, ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ଵର: ରାଜ୍ୟ ବିଧାନସଭାରେ LPG ତାତି । ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। ଚାଲି ପାରୁନି ଗୃହ। ରାଜ୍ୟରେ ରନ୍ଧନ ଗ୍ୟାସ ଅଭାବ ଅଭିଯୋଗ ଆଣି ଡବଲ ଇଞ୍ଜିନ ସରକାରଙ୍କୁ ଘେରିଲେ ବିରୋଧୀ । ଗୃହ ଆରମ୍ଭରୁ ଉଭୟ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଥିବା ବେଳେ ବାଚସ୍ପତି ସୁରମା…