ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
ଭୁବନେଶ୍ୱର: ଭାରତୀୟ ତୈଳ ନିଗମ ତରଫରୁ ଓଡିଶାରେ ବଡ ନିବେଶ କରାଯିବ। ବାଲେଶ୍ବର, ବଲାଙ୍ଗୀର, ବରଗଡ଼, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ ଓ ସୁବର୍ଣ୍ଣପୁରରେ କମ୍ପ୍ରେସ୍ଡ ବାୟୋ ଗ୍ୟାସ୍ ପ୍ରକଳ୍ପ ସ୍ଥାପନରେ ୯୬୦ କୋଟି ଟଙ୍କା ନିବେଶ କରାଯିବ। କମ୍ପାନି ବାର୍ଷିକ ୩୯,୬୦୦ ଟନ୍…