Latest Odisha News

BREAKING NEWS

୫ ରାଜ୍ୟ ନିର୍ବାଚନରେ ବିଜେପି ଖର୍ଚ୍ଚ କରିଛି ୩୪୦ କୋଟି

ନୂଆଦିଲ୍ଲୀ: ଚଳିତ ବର୍ଷ ଆରମ୍ଭରେ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ପ୍ରଚୁର ପରିମାଣର ଅର୍ଥ ବିଭିନ୍ନ ଦଳ ଖର୍ଚ୍ଚ କରିଛନ୍ତି । ତେବେ ବିଜେପି ସର୍ବାଧିକ ୩୪୦ କୋଟି ଟଙ୍କା ଖର୍ଚ୍ଚ କର ଆଗରେ ରହିଛି । ପାର୍ଟି ପକ୍ଷରୁ ଏ ନେଇ ନିର୍ବାଚନ ଆୟୋଗ ନିକଟରେ ଦାଖଲ କରାଯାଇଥିବା…

ମନ୍ଦିରରେ ମୂର୍ତ୍ତି ଛୁଇଁବାରୁ ଦଳିତ ପରିବାରକୁ ୬୦,୦୦୦ ଟଙ୍କା ଜରିମାନା

ବେଙ୍ଗାଲୁରୁ: ଦେଶରେ ଏବେ ବି ଚାଲିଛି ଜାତି-ପ୍ରଥାକୁ ନେଇ ଭେଦଭାବ। ଆଧୁନିକ ଯୁଗରେ ଶିକ୍ଷାର ବିକାଶ ହେଉଛି ସତ, କିନ୍ତୁ ଛୁଆଁ-ଅଛୁଆଁ ଭେଦଭାବ ଦୂର ହୋଇନାହିଁ। ଦଳିତ ବର୍ଗର ଲୋକେ ଏବେ ବି ସହୁଛନ୍ତି ନିର୍ଯାତନା। ଏହାର ଏକ ଉଦାହରଣ କର୍ଣ୍ଣାଟକର କୋପ୍ପଲ ଜିଲ୍ଲାସ୍ଥିତ ହୁଲ୍ଲେରହଲ୍ଲୀ…

ଦେଶ ଛାଡ଼ି ପାରିବେନି ୧୮ରୁ ୬୫ ବର୍ଷର ନାଗରିକ, ବିମାନ ଟିକେଟ୍ ବିକ୍ରି ବନ୍ଦ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ପାଶ୍ଚାତ୍ୟ ଦେଶ ଉପରେ ପରମାଣୁ ଆକ୍ରମଣ ନେଇ ଋଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନଙ୍କ ଧମକ ପରେ ଆଶଙ୍କାରେ ଋଷ ନାଗରିକ । ଋଷରୁ ବିଭିନ୍ନ ଦେଶକୁ ଯାଉଥିବା ବିମାନ ସବୁ ବୁକ୍ ହୋଇ ଯାଇଛି । ୟୁକ୍ରେନ୍ ସହ ଚାଲିଥିବା ଯୁଦ୍ଧକୁ ୭ ମାସ ବିତିଥିବା ବେଳେ ଆହୁରି ରଜର୍ଭ ସୈନ୍ୟ ପଠାଇବା…

ମଧୁମେହ ରୋଗୀଙ୍କ ପାଇଁ ହଳଦୀ କାହିଁକି ଲାଭଦାୟକ, ଜାଣନ୍ତୁ

ମଧୁମେହ ରୋଗୀଙ୍କ ପାଇଁ ସେମାନଙ୍କର ଖାଦ୍ୟର ଯତ୍ନ ନେବା ଅତ୍ୟନ୍ତ ଜରୁରୀ। ନଚେତ୍ ଯଦି ସାମାନ୍ୟ ଅବହେଳା ହୁଏ ତେବେ ହଠାତ୍ ରକ୍ତରେ ସୁଗାର ଲେବେଲ୍ ବଢିପାରେ। ଆମେ ପ୍ରାୟତଃ ଶୁଣିଛୁ ଯେ ମଧୁମେହ ରୋଗୀଙ୍କ ପାଇଁ ଅନେକ ମସଲା ଉପକାରୀ ହୋଇପାରେ। ଏହି ମସଲା ମଧ୍ୟରୁ ଗୋଟିଏ ହେଉଛି ହଳଦୀ। ହଳଦୀରେ…

ଖରାପ ଲାଇଫ୍ ଷ୍ଟାଇଲ୍ ଓ ଅଳସୁଆମୀ ହୋଇପାରେ ମୃତ୍ୟୁର କାରଣ

ସମୟ ସହ ବଦଳିଛି ମଣିଷର ଜୀବନଶୈଳୀ । ବ୍ୟସ୍ତବହୁଳତା ମଧ୍ୟରେ ନିଜକୁ ବ୍ୟସ୍ତ ରଖିଲେ ଖୁବ ଭଲ। କିନ୍ତୁ ଆପଣ ଯଦି ଅଳସୁଆମୀ କରନ୍ତି ତେବେ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଏହା ଭଲ ନା ଖରାପ, ଥରେ ଭାବି ଦେଖନ୍ତୁ। କଥାରେ ଅଛି ଅଳସୁଆ ଦୁଃଖ ପାଏ, ଏହା କିନ୍ତୁ ସତ। ନିକଟରେ WHO ମୃତ୍ୟୁ ସଂଖ୍ୟା…

କଂଗ୍ରେସରେ ଅଧ୍ୟକ୍ଷ ପଦ ନିର୍ବାଚନ ପରେ ରାଜସ୍ଥାନ କଂଗ୍ରେସରେ ଭୂକମ୍ପ ଆଶଙ୍କା !

ନୂଆଦିଲ୍ଲୀ: ଆଜି କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଦେଶର ସର୍ବ ପୂରାତନ ରାଜନୈତିକ ଦଳ କଂଗ୍ରେସରେ ଅଧ୍ୟକ୍ଷ ପଦ ପାଇଁ  ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ବର୍ତ୍ତମାନ ସବୁ ଆଡେ ଜୋରଦାର ଚର୍ଚ୍ଚା ହେବାକୁ  ଲାଗିଛି  । ଠିକ ଏହି ସମୟରେ ସବୁଠୁ ଅଧିକ…

୨୪ ଘଣ୍ଟାରେ ଦ୍ୱିତୀୟ ଚୋରି, ‘ମୋ ବସ୍’ରୁ କିଏ ଲୁଟ୍ କଲା ୨ ଛାତ୍ରୀଙ୍କ ମୋବାଇଲ୍ ?

ଭୁବନେଶ୍ୱର: ‘ମୋ ବସ୍’ ଭିତରୁ ପୁଣି ଲୁଟ୍ । ଗତକାଲି ‘ମୋ ବସ୍’ରେ ଯାଉଥିବା ବେଳେ ଜଣେ କ୍ୟାନସର ପୀଡ଼ିତ ୧୫ ହଜାର ଟଙ୍କା ଚୋରି ହୋଇଥିବା ଅଭିଯୋଗ କରିଥିଲେ । ଉକ୍ତ ଚୋରି ଘଟଣାକୁ ୨୪ ଘଣ୍ଟା ବି ପୂରିନି । ‘ମୋ ବସ୍’ରେ ଆଜି ପୁଣି ୨ ଜଣ ଛାତ୍ରୀଙ୍କ ମୋବାଇଲ୍ ଚୋରି ହୋଇଥିବା ନେଇ ଅଭିଯୋଗ…

ଗୋପାଳପୁରରେ ରାଜନୈତିକ ଅରାଜକତା ସୃଷ୍ଟି କରୁଛି ବିଜେଡ଼ି

ବ୍ରହ୍ମପୁର: ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଶାସକ ବିଜୁ ଜନତା ଦଳ ଅରାଜକତା ସୃଷ୍ଟି କରୁଛି ବୋଲି ଅଭିଯୋଗ ଆଣିଛି ଭାରତୀୟ ଜନତା ପାର୍ଟି(ବିଜେପି)। ଗୁରୁବାର ବ୍ରହ୍ମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲା ସଭାପତି ବିଭୂତି ଭୂଷଣ ଜେନା…

ପିଏଫଆଇ ଉପରେ ରେଡ୍, ଗୃହମନ୍ତ୍ରୀ ଓ ଡୋଭାଲଙ୍କ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ: ‘ପପୁଲାର୍ ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ' ବା ପିଏଫଆଇ ଉପରେ ଏନଆଇଏ, ଇଡି ଏବଂ ୧୩ଟି ରାଜ୍ୟର ପୋଲିସ ଚଢ଼ାଉ କରିବା ପରେ ଗୃହମନ୍ତ୍ରୀ ଅମିତ ଶାହା ଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ କରୁଛନ୍ତି। ଏହି ବୈଠକରେ ଯୋଗ ଦେଇଛନ୍ତି ଦେଶର ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସମେତ ଅନେକ…

ପିଲାଙ୍କ ନାମକରଣ ବେଳେ ଦ୍ୱନ୍ଦ ଉପୁଜିଲେ ରଖନ୍ତୁ ଏହି ସ୍ୱତନ୍ତ୍ର ନାମ

ମୁମ୍ବାଇ: ଘରେ ପିଲାଟିଏ ଜନ୍ମ ନେଲେ ପରିବାର ଲୋକଙ୍କ ସମେତ ବନ୍ଧୁବାନ୍ଧବମାନେ ବହୁତ ଖୁସି ହୁଅନ୍ତି। ଘରେ ଆନନ୍ଦ ଉଲ୍ଲାସର ବାତାବରଣ ସୃଷ୍ଟି ହୋଇଥାଏ। ପିଲା ଜନ୍ମ ହେବା ପୂର୍ବରୁ ହିଁ ଶିଶୁର ନାମକରଣକୁ ନେଇ ଖୁବ୍‌ ଉତ୍ସାହିତ ଥାଆନ୍ତି। ଆଜିକାଲି ମର୍ଡେନ ନାମ କିମ୍ବା ବିଦେଶୀଙ୍କ ନାମରେ…