କୋହଲିଙ୍କ ବ୍ୟବହାରକୁ ଆଲୋଚନା କଲେ ଗମ୍ଭୀର
ମେଲବୋର୍ଣ୍ଣ: ଟି୨୦ ବିଶ୍ୱକପ ସୁପର ୧୨ର ଏକ ମ୍ୟାଚରେ ଭାରତ ୫ ରନରେ ବାଂଲାଦେଶକୁ ପରାସ୍ତ କରିଛି । ଏହି ମ୍ୟାଚରେ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ୪୪ ବଲରେ ଅପରାଜିତ ୬୪ ରନ କରିଥିଲେ । ପ୍ରଭାବୀ ପ୍ରଦର୍ଶନ ସତ୍ୱେ କୋହଲିଙ୍କ ଏକ ବ୍ୟବହାର ନେଇ ପୂର୍ବତନ ଓପନ ଗୌତମ ଗମ୍ଭୀର ସମାଲୋଚନା…