ଭାରତକୁ ୪ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ
ମୋହାଲି:ମୋହାଲିଠାରେ ଖେଳାଯାଇଥିବା ପ୍ରଥମ ଟି-୨୦ରେ ଭାରତକୁ ୪ ଉଇକେଟରେ ହରାଇଛି ଅଷ୍ଟ୍ରେଲିଆ । ଭାରତ ବଡ଼ ଟାର୍ଗେଟ ଦେଇଥିଲେ ମଧ୍ୟ ଅଷ୍ଟ୍ରେଲିଆ ଭାରତକୁ ୪ ଓ୍ବିକେଟରେ ପରାସ୍ତ କରିଛି । ଭାରତ ଦେଇଥିବା ୨୦୯ ରନର ବିଜୟ ଲକ୍ଷ୍ୟକୁ ଅଷ୍ଟ୍ରେଲିଆ ୧୯.୨ ତମ ଓଭରରେ ୨୧୧ ରନ କରି ହାସଲ କରିଛି…