Latest Odisha News

BREAKING NEWS

ବାଦ ପଡିଲେ ଗଡକରୀ, ଯୋଡି ହେଲେ ୟେଦୁରପ୍ପା; ବିଜେପିରେ କିଛି ଠିକ ଚାଲୁନଥିବା ରାଜନୈତିକ ମହଲରେ ଚର୍ଚ୍ଚା

ନୂଆଦିଲ୍ଲୀ: ବିଜେପି ସଂସଦୀୟ ବୋର୍ଡରେ ହୋଇଛି ବଡଧରଣର ପରିବର୍ତ୍ତନ। ସଂସଦୀୟ ବୋର୍ଡ ରୁ ବିଜେପିର ପୂର୍ବତନ ରାଷ୍ଟୀୟ ଅଧ୍ଯକ୍ଷ ତଥା ବର୍ତ୍ତମାନର କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରି ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଙ୍କୁ ବାଦ ଦେଇଛନ୍ତି ରାଷ୍ଟୀୟ ଅଧ୍ଯକ୍ଷ ଜେପି ନଡ୍ଡା ।…

ବନ୍ୟାଞ୍ଚଳରେ ବଢ଼ୁଛି ଲୋକଙ୍କ ଦୁର୍ଦ୍ଦଶା, ମିଳୁନି ପର୍ଯ୍ୟାପ୍ତ ଖାଦ୍ୟ

ଜଗତସିଂହପୁର: ମହାନଦୀରେ ବନ୍ୟା ଜଳ ବୃଦ୍ଧି ପାଉଥିବା ବେଳେ ଲୋକଙ୍କ ଦୁର୍ଦ୍ଦଶା ବଢ଼ି ଚାଲିଛି । ଜଗତସିଂହପୁର ଜିଲ୍ଲା ମହାନଦୀ ଅବବାହିକାରେ ଥିବା ରଘୁନାଥପୁର, କୋଟକଣା, ତିର୍ତ୍ତୋଲ, ଶଙ୍ଖେଶ୍ୱର, କାଠକୋଟ ଆଦି ଅଞ୍ଚଳର ତଳି ଅଞ୍ଚଳରେ ଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର…

ପୁରୀରେ ୨ ଦିନ ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ପୁରୀ: ଲଗାଣ ବର୍ଷା ପରେ ବିଭିନ୍ନ ନଦୀର ଆସିଥିବା ବନ୍ୟାରେ ପୁରୀ ଜିଲ୍ଲା ପୂରା ବେହାଲ୍ ହୋଇ ପଡ଼ିଛି । ବିଭିନ୍ନ ନଦୀରେ ଜଳସ୍ତର ବଢ଼ିଥିବା ବେଳେ ଜିଲ୍ଲାର ଅଧିକାଂଶ ଅଞ୍ଚଳ ପାଣିଘେରରେ । କେଉଁଠି ଘରେ ପାଣି ପଶିଛି ତ ଆଉ କେଉଁଠି ରାସ୍ତା ଉପରେ ଚାଲୁଛି ୩ ଫୁଟରୁ ଅଧିକ ଉଚ୍ଚର ପାଣି । ବନ୍ୟା…

୨୦୨୩ରୁ ୨୭ ପର୍ଯ୍ୟନ୍ତ ଆଇସିସି ଜାରୀ କଲା ଏଫଟିପି : ୫ ବର୍ଷରେ ଖେଳାଯିବ ୭୭୭ ମ୍ୟାଚ

ନୂଆଦିଲ୍ଲୀ: ଆର୍ନ୍ତାତୀୟ କ୍ରିକେଟ କାଉନସିଲ (ଆଇସିସି) ୨୦୨୩ରୁ ୨୭ ପର୍ଯ୍ୟନ୍ତ ଫ୍ୟୁଚର୍ସ ଟୁରସ ପ୍ରୋଗ୍ରାମ ଜାରୀ କରିଛି । ଏହି ୫ ବର୍ଷ ମଧ୍ୟରେ ଆଇସିସିର ୧୨ ଫୁଲ ମେମ୍ବର୍ସ ଓଭରାଲ ୭୭୭ ଆନ୍ତର୍ଜାତୀୟ ମ୍ୟାଚ ଖେଳିବେ । ଏଥିରେ ୧୭୩ ଟେଷ୍ଟ, ୨୮୧ ଦିନିକିଆ ଓ ୩୨୩ ଟି୨୦ ମ୍ୟାଚ ସାମିଲ ।…

ବନ୍ୟା ପରିଚାଳନାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲା ବିଜେପି

ଭୁବନେଶ୍ବର: ରାଜ୍ଯ ସରକାର ବନ୍ୟା ଆସୁଥିବାର ସ୍ବୀକାର କରିଛନ୍ତି। ଏସଆରସିଙ୍କ ସୁଚନା ଅନୁସାରେ ୧୦ଟି ଜିଲ୍ଲା ପ୍ରଭାବିତ ହୋଇଛି  ।ତଳିଆ ଅଞ୍ଚଳରେ ଘାଇ ସୃଷ୍ଟିହୋଇ ୩୦୦ରୁ ଉର୍ଦ୍ଧ ଗାଁ ବାହ୍ଯଜଗତରୁ ବିଚ୍ଛିନ୍ନ ହୋଇଛି  । ଏହିଭଳି ସ୍ଥିତିରେ ବନ୍ଯା ଅଞ୍ଚଳର ଳୋକମାନଙ୍କ ଦୁଖଃ ସୁଖରେ ଛିଡା…

ରୋହିଙ୍ଗ୍ୟାଙ୍କୁ ଫ୍ଲାଟରେ ରଖିବା ନେଇ ବିବାଦ ଭିତରେ ଗୃହ ମନ୍ତ୍ରାଳୟ ରଖିଲା ସ୍ପଷ୍ଟୀକରଣ

ନୂଆଦିଲ୍ଲୀ: ରୋହିଙ୍ଗ୍ୟାଙ୍କୁ ଫ୍ଲାଟରେ ରହିବାକୁ ସ୍ଥାନ ଦିଆଯିବ। କେନ୍ଦ୍ର ସରକାର ଏପରି ଏକ ନିଷ୍ପତ୍ତି ନେଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ଟ୍ୱିଟ୍ କରି କହିଥିଲେ। ଯାହାକୁ ନେଇ ଆମ୍ ଆଦମୀ ପାର୍ଟି, ବିଶ୍ୱ ହିନ୍ଦୁ ପରିଷଦ ଆପତ୍ତି ଉଠାଇଥିଲେ। ବିବାଦ ବଢୁଥିବା ଦେଖି…

ତିନି ଦିନ କାଚିବ ବର୍ଷା, ଚତୁର୍ଥ ଦିନ ଟିକେ ଦୁର୍ବଳ ହେବ

ଭୁବନେଶ୍ୱର: ଆସନ୍ତାକାଲିଠୁ ବର୍ଷା ଆରମ୍ଭ ହେବ ଏବଂ ୧୯ ଓ ୨୦ ଦୁଇ ଦିନ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପାଣିପାଗର ଏହି ଆକଳନ ଏଯାବତ ସଠିକ ରହିଛି। ସଦ୍ୟ ପାଣିପାଗ ରିପୋର୍ଟ ଅନୁଯାୟୀ ଦକ୍ଷିଣ ମିଆଁମାର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଉପରେ ବାୟୁମଣ୍ଡଳରେ ୫.୮କିଲୋମିଟର…

ବିଜେପି ସଂସଦୀୟ ବୋର୍ଡରୁ ଗଡକରୀ, ଶିରରାଜ ଆଉଟ୍; ଯୋଗୀ, ଧର୍ମେନ୍ଦ୍ର ?

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ବୁଧବାର ଏହାର ନୂଆ ସଂସଦୀୟ ବୋର୍ଡ ଏବଂ ନିର୍ବାଚନ କମିଟି ଗଠନ କରିଛି। ବିଜେପିର ଏହି ସଂସଦୀୟ ବୋର୍ଡରେ ମୋଟ୍ ୧୧ ଜଣ ନେତାଙ୍କୁ ସ୍ଥାନ ଦିଆଯାଇଛି। ଏହା ସହିତ ସଂସଦୀୟ ବୋର୍ଡରେ ବିଜେପିର ତିନି ନୂଆ ଚେହେରା ମଧ୍ୟ ସାମିଲ କରାଯାଇଛି। ଏହା ସହିତ କେନ୍ଦ୍ର…

ପରିବାର ଭରଣ ପୋଷଣ ପାଇଁ ହାତ ଯୋଡି କାମ ମାଗୁଛନ୍ତି ଭାରତର ଏହି ପୂର୍ବତନ କ୍ରିକେଟର

ମୁମ୍ବାଇ: ପରିବାର ଭରଣ ପୋଷଣ ପାଇଁ ଭାରତର ଜଣେ ପୂର୍ବତନ କ୍ରିକେଟର ଗଣମାଧ୍ୟମ ସମ୍ମୁଖରେ ହାତଯୋଡି କାମ ମାଗୁଥିବା ଦେଖିବାକୁ ମିଳୁଛି । ଏହି କ୍ରିକେଟରଜଣଙ୍କ ହେଲେ ବିନୋଦ କାମ୍ବଲୀ । ସ୍କୁଲ କ୍ରିକେଟରୁ ସଚିନ ତେନ୍ଦୁଲକରଙ୍କ ସାଥୀ ହୋଇ କୀର୍ତିମାନ ସ୍ଥାପନ କରିଥିବା କାମ୍ବଲି ଆନ୍ତର୍ଜାତୀୟ…

ରୋହିଙ୍ଗ୍ୟା ପ୍ରସଙ୍ଗରେ ସରକାରଙ୍କ ବଡ଼ ନିଷ୍ପତ୍ତି: ଖୁବଶୀଘ୍ର ଛାତ ତଳକୁ ହେବେ ସ୍ଥାନାନ୍ତର

ନୂଆଦିଲ୍ଲୀ: ଖୋଲା ଆକାଶ ତଳେ ତମ୍ବୁ ବାନ୍ଧି ରହୁଥିବା ପ୍ରାୟ ୧,୧୦୦ ରୋହିଙ୍ଗ୍ୟା ବା ଶରଣାର୍ଥୀଙ୍କୁ ଖୁବ୍ ଶୀଘ୍ର ମୌଳିକ ସୁବିଧା ଏବଂ ୨୪ ଘଣ୍ଟା ସୁରକ୍ଷା ବ୍ୟବସ୍ଥା ଥିବା ପକ୍କା ଘରକୁ ସ୍ଥାନାନ୍ତର କରାଯିବ। ରାଜଧାନୀ ଦିଲ୍ଲୀରେ ରୋହିଙ୍ଗ୍ୟାଙ୍କ ରହିବା ବ୍ୟବସ୍ଥାକୁ ନେଇ ଏକ ଉଚ୍ଚସ୍ତରୀୟ…