୫ ମିନିଟରେ ବିକ୍ରି ହେଲା ଭାରତ-ପାକ ମ୍ୟାଚର ଟିକେଟ
ଦୁବାଇ: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ମେଲବର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ଖେଳା ଯିବାକୁ ଥିବା ଏହି ମ୍ୟାଚ୍ ପାଇଁ ଏବେଠାରୁ ସମସ୍ତ ଟିକେଟର ବିକ୍ରି ଶେଷ ହୋଇଯାଇଛି। ଆଇସିସି କହିଛି ଯେ ଭାରତ-ପାକିସ୍ତାନ…