Latest Odisha News

BREAKING NEWS

ସ୍ବାଧୀନତା ସଂଗ୍ରାମ ସମୟର ନାରା: ଯାହା ଦେଶବାସୀଙ୍କ ମଧ୍ୟରେ ଭରିଥିଲା ଯୋଶ୍

ଦେଶ ସ୍ବାଧୀନତା ପାଇଁ ହଜାର ହଜାର ସ୍ବାଧୀନତା ସଂଗ୍ରାମୀ ପ୍ରାଣବଳୀ ଦେଇଥିଲେ । ଇଂରେଜ ସରକାରଙ୍କ ବିରୋଧରେ ସେ ସମୟରେ ଏପରି କିଛି ନାରା ଦିଆଯାଇଥିଲା ଯାହା ଆଜି ବି ସମସ୍ତଙ୍କ ହୃଦୟରେ ରୋମାଂଚ ଭରିଦିଏ । ଏଭଳି କିଛି  ପ୍ରସିଦ୍ଧ ସ୍ଲୋଗାନ ବିଷୟରେ ଆସନ୍ତୁ ଜାଣିବା । ଯାହାକୁ ଆପଣ ଭାଷଣ…

ହର ଘର ତ୍ରିରଙ୍ଗା: ତ୍ରିରଙ୍ଗା ପତାକା ଉଡାଇବାର ନିୟମ

କେନ୍ଦ୍ର ସରକାର  ତ୍ରିରଙ୍ଗା ପତାକା ଉଡାଇବାର ନିୟମ ପରିବର୍ତ୍ତନ କରିଛନ୍ତି । ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁସାରେ ସ୍ବାଧୀନତା ଦିବସ ପୂର୍ବରୁ ସମସ୍ତେ ଏବେ ତ୍ରିରଙ୍ଗା ନିଜ ଘରେ ଉଡାଉଛନ୍ତି । ସ୍ୱାଧୀନତାର 75 ବର୍ଷ ପୂରଣ ଅବସରରେ କେନ୍ଦ୍ର ସରକାର ତ୍ରିରଙ୍ଗା ପତାକା ଉଡାଇବା ଅଭିଯାନ…

ବର୍ଷା ପରେ ବନ୍ୟା ଭୟ, ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଯାଜପୁର/ଭଦ୍ରକ/ସୁବର୍ଣ୍ଣପୁର: ବର୍ଷା ପରେ ବନ୍ୟା ଭୟ । ହୀରାକୁଦ ଡ୍ୟାମର ଏକାଧିକ ଗେଟ୍ ଖୋଲିବା ପରେ ମହାନଦୀ ସହ ବିଭିନ୍ନ ନଦୀରେ ବନ୍ୟା ଆଶଙ୍କା ଦେଖା ଦେଇଛି । ମହାନଦୀ ଫୁଲୁଥିବା ବେଳେ ବୈତରଣୀର ଜଳସ୍ତର ବଢ଼ୁଛି । ଯାଜପୁର ଜିଲ୍ଲାରେ ବୈତରଣୀ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ।…

ରସ ଟେଲରଙ୍କୁ ଚାପୁଡା ମାରିଥିଲେ ରାଜସ୍ଥାନ ରୟାଲ୍ସର ମାଲିକ

ହାମିଲଟନ: ନ୍ୟୁଜିଲାଣ୍ଡର ପୂର୍ବତନ ବ୍ୟାଟ୍ସମ୍ୟାନ ରସ ଟେଲର ତାଙ୍କ ପୁସ୍ତକ ମାଧ୍ୟମରେ ଚାଂଚଲ୍ୟକର ଖୁଲାସା କରିଛନ୍ତି । ସେ କହିଛନ୍ତି ଯେ, ଆଇପିଏଲରେ ଗୋଟିଏ ମ୍ୟାଚରେ ଶୂନରେ ଆଉଟ ହୋଇ ଆସିବା ପରେ ରାଜସ୍ଥାନ ରୟାଲ୍ସର ଜଣେ ମାଲିକ ମୋତେ ଚାପୁଡା ମାରିଥିଲେ । ଟେଲର ତାଙ୍କ ଆତ୍ମଜୀବନୀ ବ୍ଲାକ…

ରାଜ୍ୟ ସରକାର ଦୁର୍ନୀତିର ବଟବୃକ୍ଷ : ବିଜେପି

ଭୁବନେଶ୍ୱର: ଭାରତର ଆତ୍ମା ଦିଲ୍ଲୀରେ ନୁହେଁ ପଲ୍ଲୀରେ ଅଛି । ଗ୍ରାମାଂଚଳର ବିକାଶ ଏବଂ ଗରୀବଲାକଙ୍କ ଉତ୍‌ଥାନରେ ସମୃଦ୍ଧ ହେବ ଭାରତବର୍ଷ ।” ଦେଶ ସ୍ୱାଧୀନତା ପ୍ରାପ୍ତି ସମୟରେ ମହାତ୍ମା ଗାନ୍ଧୀ ଏହି କଥାକୁ ଗୁରୁତ୍ୱ ଦେଇ କହିଥିଲେ । ଅନ୍ୟ ପଟେ ପରିବାରବାଦ୍‌, ତୁଷ୍ଟିକରଣ ଓ ଭ୍ରଷ୍ଟାଚାର…

ଅର୍ଥନୀତିରେ ଆମେରିକାକୁ ଟପିବାର ସାମର୍ଥ୍ୟ ଭାରତ ରଖିଛି: ଆରବିଆଇ ଡେପୁଟି ଗଭର୍ଣ୍ଣର

ଭୁବନେଶ୍ୱର: ଭାରତ ଆମେରିକାର ଅର୍ଥନୀତିକୁ ଅତିକ୍ରମ କରିବାର ସାମର୍ଥ୍ୟ ରଖିଛି। ଯଦି ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରି ଭାରତ ଏବେଠୁ ୧୧ ପ୍ରତିଶତ ଅଭିବୃଦ୍ଧି ହାରରେ ନିଜର ଅର୍ଥନୀତିକ ବ୍ୟବସ୍ଥାକୁ ଟ୍ରାକକୁ ଆଣିବ ତା'ହେଲେ ୨୦୩୧ ସୁଦ୍ଧା ଆମେରିକାର ଅର୍ଥନୀତିକୁ ଅତିକ୍ରମ କରିପାରିବ ଭାରତ ।…

ହାମ୍ବନଟୋଟା ବନ୍ଦରରେ ରହିବ ଚୀନର ଗୁପ୍ତଚର ଜାହାଜ, ଭାରତ ଚିନ୍ତାରେ

ନୂଆଦିଲ୍ଲୀ: ଭାରତର ଅନୁରୋଧ ସତ୍ୱେ ଶେଷରେ ଶ୍ରୀଲଙ୍କା ତାର ହାମ୍ବନଟୋଟା ବନ୍ଦରରେ ଚୀନର ଗୁପ୍ତଚର ଜାହାଜ ୟୁଆନ ୱାଙ୍ଗ ୫କୁ ଆସିବା ପାଇଁ ଅନୁମତି ଦେଇଛି । ପୂର୍ବରୁ ଭାରତର କଥା ରଖି ଶ୍ରୀଲଙ୍କା ଏହି ଜାହାଜ ନ ପଠାଇବା ପାଇଁ ଅନୁରୋଧ କରିଥିଲା । ମାତ୍ର ଏବେ ଏହି ନିଷ୍ପତିରେ ପରିବର୍ତନ କରିଛି…

ଅଙ୍ଗଦାନ କରିଥିବା ଦୁଇ ଜଣଙ୍କ ପରିବାରକୁ ‘ସୁରଜ’ ପୁରସ୍କାର

ବ୍ରହ୍ମପୁର:ଅଙ୍ଗଦାନ ପ୍ରତି ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରତି ବର୍ଷ ଅଗଷ୍ଟ ୧୩ ତାରିଖକୁ ବିଶ୍ବ ଅଙ୍ଗଦାନ ଦିବସ ଭାବେ ପାଳନ କରାଯାଇଥାଏ। ଗଞ୍ଜାମ ଜିଲାରେ ଅଙ୍ଗଦାନକୁ ପ୍ରୋତ୍ସାହନ ପାଇଁ ‘ସୁରଜ’ ପୁରସ୍କାର ପ୍ରଦାନ କରାଯାଏ । ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟର ଓସ୍ବାନ ହଲ୍ ଠାରେ…

ଆଇରନ ମ୍ୟାନ ପ୍ରତିଯୋଗତିାରେ ଭାଗ ନେଉଛନ୍ତି ଦୁଇ ଓଡ଼ିଆ

ଭୁବନେଶ୍ୱର: ଆଇରନ୍ ମ୍ୟାନ୍ ପ୍ରତିଯୋଗିତା ପାଇଁ ଦୁଇ ଓଡିଆ ସୌଭାଗ୍ୟ କୁମାର ରଥ ଏବଂ ବିଜୟ କୁମାର ଦାସ କାଜାଖସ୍ତାନ ପହଞ୍ଚିଛନ୍ତି। ଏହା ସୌଭାଗ୍ୟଙ୍କ ଦ୍ଵିତୀୟ ଆଇରନ ମ୍ୟାନ ପ୍ରତିଯୋଗିତା । ବିଜୟ ପ୍ରଥମ ଥର ପାଇଁ ଅଂଶ ଗ୍ରହଣ କରୁଛନ୍ତି । ଆଇରନ ମ୍ୟାନ ରେ ୩.୮ କିମି ସନ୍ତରଣ, ୧୮୦ କିମି…

ମିସାଇଲ ଆକ୍ରମଣର ଭୟ: ରାଡାର ସିଷ୍ଟମକୁ ରୁଷ, ଚୀନ ଆଡେ ମୁହାଁଇଲା ଆମେରିକା

ୱାଶିଂଟନ: ଆମେରିକା ଗୋଇନ୍ଦା ବିଭାଗ ରିପୋର୍ଟରେ ମିସାଇଲ ଆକ୍ରମଣ ଆଶଙ୍କା ଦର୍ଶାଯାଇଛି । ଫଳରେ ଆମେରିକା ତାର ଲଙ୍ଗ ରେଂଜ ଡିସ୍କ୍ରିମିନେଶନ ରାଡାର ସିଷ୍ଟମକୁ ଆଲର୍ଟ କରିବା ସହ ଏହାକୁ ରୁଷ ଏବଂ ଚୀନ ଆଡେ ମୁହାଁଇଛି । ଏହି ରାଡାର ବହୁତ ଦୂରତାରୁ ମିସାଇଲ ନେଇ ସତର୍କ କରାଇବା କ୍ଷମତା ରଖିଛି…