Latest Odisha News

BREAKING NEWS

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୮୪ ଜୟ ଜଗନ୍ନାଥ,ଓଁ ନମୋ ଭଗବତେ ବାସୁଦେବାୟ । ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ଓ ମର୍ଯ୍ୟାଦା ପୁରୁଷ ଶ୍ରୀରାମ, ଜଣେ ଅବତାରୀ ଓ ଜଣେ ଅବତାର। ଅବଶ୍ୟ ଅନେକ କ୍ଷେତ୍ରରେ ଅବତାରୀ ଓ ଅବତାର ଉଭୟଙ୍କୁ ସମାନ କରାଯାଇଛି। ଏହା ଆତ୍ମା ପରମାତ୍ମା…

ଜୁଏଲଙ୍କ ମୁହଁରେ ଶାହ ଦେଇଥିବା ନାରା: ବଡ଼ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ବିଜେପି

ପୁରୀ: ୨୦୨୪ରେ ବିଜେଡିକୁ ଟକ୍କର ଦେବ ବିଜେପି । ଏଥିପାଇଁ ପୁରୀଠାରେ ବିଜେପିର ତିନି ଦିନିଆ ପ୍ରଶିକ୍ଷଣ ଶିବିର ଚାଲିଛି। ଗତ ସପ୍ତାହରେ କ୍ଷେତ୍ରୀୟ ସୁନୀଶ ବଂଶଲ ଗସ୍ତ ପରେ ଏବଂ ମାସ ଶେଷରେ ବିଜେପି ସଭାପତି ଜେ.ପି ନଡ୍ଡା ଆସିବା ପୂର୍ବରୁ ଏହି ବୈଠକ ବସିଛି। ପ୍ରଥମ ଦିନରେ ପୂର୍ବତନ…

ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ଫୋନରେ ହତ୍ୟା ଧମକ ଅଭିଯୋଗ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମଙ୍ଗଳବାର ବାଲେଶ୍ବର ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁଙ୍କୁ ଜଣେ ଫୋନରେ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଜଣଙ୍କୁ ପୋଲିସ ଅଟକ ରଖିଛି। ଶେଷ ଖବର ସୁଦ୍ଧା ପୋଲିସ ସଂପୃକ୍ତ ବ୍ୟକ୍ତିକୁ ପଚରାଉଚରା କରୁଛି। ଅଭିଯୋଗ ଅନୁଯାୟୀ, ନିତ୍ୟାନନ୍ଦ…

ନକଲି ଗୁଟ୍‌ଖା କାରଖାନା ମାଲିକଙ୍କୁ ଧରିଲା ପୋଲିସ

ବ୍ରହ୍ମପୁର: ବ୍ରହ୍ମପୁର ସଦର ଥାନା ରାମଚନ୍ଦ୍ରପୁର ବାଉଁଶିଆପଲ୍ଲୀ ଠାରେ ନକଲି ଗୁଟଖା ସାମ୍ରାଜ୍ୟ ଚଳାଇଥିବା ନରେନ୍ଦ୍ର ସାହୁଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି । ଗତ ଅଗଷ୍ଟ ୩୦ ତାରିଖରେ ସଦର ଥାନା ପକ୍ଷରୁ ବାଉଁଶିଆପଲ୍ଲୀ ଠାରେ ଥିବା ୩ଟି ନକଲି ଗୁଟଖା କାରଖାନା ଓ ଗୋଦାମରେ ଚଢଉ…

ଛୋଟୁ ଭୈୟାଙ୍କୁ କ୍ଷମା ମାଗିଲେ ଉର୍ବଶୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲା ଓ କ୍ରିକେଟର ରିଷଭ ପନ୍ତଙ୍କ ମଧ୍ୟରେ ଉପୁଜିଥିବା ବିବାଦର ଅନ୍ତ ଘଟିଛି । ରିପୋର୍ଟ ମୁତାବକ ଉର୍ବଶୀ ତାଙ୍କ ଭୁଲ ନେଇ ପନ୍ତଙ୍କୁ କ୍ଷମା ମାଗିଛନ୍ତି । ଏକ ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ସାମ୍ବାଦିକଜଣଙ୍କ ତାଙ୍କୁ ପଚରାଥିଲେ ଆପଣ ବୁଲେଇ…

ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରେଗିଡ଼ି ଛକରେ ପୂର୍ବାହ୍ନରେ ପୂର୍ଣ୍ଣଚନ୍ଦ୍ର ନାହାକ(୩୮)ଙ୍କୁ କେତେକ ଦୁର୍ବୃତ୍ତ ଖଣ୍ଡାରେ ହାଣି ହତ୍ୟା କରିଥିଲେ । ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ପୂର୍ଣ୍ଣଚନ୍ଦ୍ରଙ୍କ ଘର ପୁରୁଷୋତ୍ତମପୁର ଥାନା…

ଟି୨୦ ବିଶ୍ୱକପ କ୍ରିକେଟ: ଭାରତୀୟ ଚୟନ କମିଟି ଅଣଦେଖା କଲେ କି ଏହି ପାଂଚ ଖେଳାଳିଙ୍କୁ

ପୁରୀ: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ ପାଇଁ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଘୋଷଣା କରାଯାଇଛି । ତେବେ ଏହି ଚୟନ ନେଇ କ୍ରିକେଟ ସମୀକ୍ଷକମାନେ କିଛି ମାତ୍ରାରେ ଅସନ୍ତୁଷ୍ଟ ରହିଛନ୍ତି । ସେମାନଙ୍କ ମତରେ ୫ଜଣ ଖେଳାଳିଙ୍କୁ ସମ୍ପୂର୍ଣ୍ଣ ଭାବେ ଅଣଦେଖା କରାଯାଇଛି । ଫର୍ମ…

ଜୁଆ ଆଡ୍ଡାରୁ ଗିରଫ ହେଲେ ୧୩ ଜୁଆଡ଼ି

ବ୍ରହ୍ମପୁର: ଗଞ୍ଜାମ ଜିଲା ଆସିକା ଥାନା ପୋଲିସ ମଙ୍ଗଳବାର ଏକ ଜୁଆ ଆଡ୍ଡା ଉପରେ ଚଢ଼ଉ କରିବା ସହିତ ୮୦ ହଜାର ଟଙ୍କା, ୧୫ଟି ମୋବାଇଲ ଏବଂ ୨ଟି ବାଇକ୍‌କୁ ଜବତ କରିଛି । ଏହି ଆଡ୍ଡାରୁ ୧୩ଜଣ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ଆସିକା ଥାନା ଅନ୍ତର୍ଗତ ଧୋବପଲ୍ଲୀ ଶିବ ମନ୍ଦିର ପାଖରେ ଜୁଆ ଖେଳ…

ଜଙ୍ଗଲରୁ ବାଘର ଗଳିତ ମୃତ ଦେହ ଠାବ

ସୁବର୍ଣ୍ଣପୁର : ବାଘପାଲି ଜଙ୍ଗଲରୁ ବାଘର ଗଳିତ ମୃତ ଦେହ ଠାବ । ଏହି ଘଟଣା ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଳର ବାଘପାଲି ଜଙ୍ଗଲରେ ଘଟିଛି । ବାରହା ଫାସରେ ପଡି କରଲାପତରିଆ ବାଘର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି  । ମୃତ ବାଘର ନଖ ଓ ନିଶକୁ ଦୁର୍ବୁତ୍ତମାନେ ନେଇଯାଇଥିବା ଅଭିଯୋଗ…

ଟ୍ରକ୍ ଚୋରି ମାମଲାରେ ଜିଲ୍ଲା ଯୁବ ବିଜେଡି ଉପସଭାପତିଙ୍କ ସହ ୯ ଜଣ ଗିରଫ

ଯାଜପୁର: ଟ୍ରକ୍ ଚୋରି ମାମଲାର ପର୍ଦ୍ଦାଫାସ୍ କରିଛି ଧର୍ମଶାଳା ପୋଲିସ । ମାମଲାରେ ପୋଲିସ ଯାଜପୁର ଜିଲ୍ଲା ଯୁବ ବିଜେଡି ଉପସଭାପତିଙ୍କ ସହ ୯ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତଙ୍କ ଠାରୁ ଗୋଟିଏ କାର ସହ ୨ ଲକ୍ଷ ୪୫ ହଜାର ଟଙ୍କା ଜବତ ହୋଇଛି । ସୂଚନା ଅନୁସାରେ, ଗତ ୧୧ ତାରିଖରେ ଧର୍ମଶାଳା…