କ୍ରିକେଟର ଲୋକପ୍ରିୟ ଅମ୍ପାୟର ରୁଡି କର୍ଟଜନଙ୍କ ପରଲୋକ
ଡର୍ବାନ: ଦକ୍ଷିଣ ଆଫ୍ରିକାର ଲୋକପ୍ରିୟ କ୍ରିକେଟ ଅମ୍ପାୟର ରୁଡି କର୍ଟଜନଙ୍କ ଆଜି ପରଲୋକ ହୋଇଯାଇଛି । ୭୩ ବର୍ଷୀୟ ରୁଡିଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଜଣାପଡିଛି । ତାଙ୍କ ପୁଅ ଏ ସମ୍ପର୍କରେ ଗଣମାଧ୍ୟମକୁ ଜଣାଇଥିଲେ । ରୁଡିଙ୍କ ସମେତ ଅନ୍ୟ ୩ଜଣଙ୍କର ମଧ୍ୟ ଏହି ମର୍ମନ୍ତୁଦ…