Latest Odisha News

BREAKING NEWS

୧୯ଜଣଙ୍କୁ ଗିରଫ ସହ ୨୦ ଲକ୍ଷ ଟଙ୍କାର ବାଣ ଜବତ କଲାଣି ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର:ବ୍ରହ୍ମପୁର ସହରରେ ବାଣ ବିକ୍ରି ପାଇଁ ପ୍ରଶାସନ ତରଫରୁ ଅନୁମତି ଦିଆଯାଇ ନାହିଁ। ଏଣୁ ବାହାରୁ ବାଣ ଆଣି କେତେକ ବ୍ୟବସାୟୀ ସହରରେ ବିକ୍ରି କରୁଛନ୍ତି। ବେଆଇନ ଭାବେ ବାଣ ବିକ୍ରି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବ୍ରହ୍ମପୁର ପୋଲିସ। ଗତ ଏକ ସପ୍ତାହ ମଧ୍ୟରେ ବିଭିନ୍ନ ଥାନା…

ଘର ବିକିଲେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ

କାନପୁର: ଦେଶର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ଘରକୁ ବିକ୍ରି କରି ଦେଇଛନ୍ତି । ରାମନାଥ ତାଙ୍କର କାନପୁର କଲ୍ୟାଣପୁର ସ୍ଥତ ଘରକୁ ବିକ୍ରି କରିଛନ୍ତି । ତେବେ ରାଷ୍ଟ୍ରପତି ହେବା ପରେ ଏହି ଘରକୁ ଥରଟିଏ ମଧ୍ୟ ଆସିପାରି ନଥିଲେ ରାମନାଥ କୋବିନ୍ଦ । ଏହି ଘରକୁ ରାମନାଥ କାନପୁରର…

ବାତ୍ୟା ‘ସିତ୍ରଙ୍ଗ’ରେ ପରିଣତ ହେଲା ଗଭୀର ଅବପାତ

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଗଭୀର ଅବପାତ ବାତ୍ୟା ‘ସିତ୍ରଙ୍ଗ’ରେ ପରିଣତ ହୋଇଛି । ବାତ୍ୟା ଏବେ ସାଗର ଦ୍ୱୀପ ଠାରୁ ଦକ୍ଷିଣ ଦିଗରେ ୫୮୦ କିଲୋମିଟର ଦୂରରେ ଥିବାବେଳେ ବାଂଲାଦେଶର ବାରିଶାଳ ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୭୪୦ କିଲୋମିଟର ଦୂରରେ ରହିଛି । ଏହା…

ଦୃଷ୍ଟିହୀନ ବିଶ୍ୱକପ କ୍ରିକେଟ: ଭାରତୀୟ ଦଳରେ ଓଡିଶାର ନକୁଳ

ଭୁବନେଶ୍ୱର: ଚଳିତ ବର୍ଷ ଶେଷ ଭାଗରେ ଭାରତରେ ଆୟୋଜିତ ହେବ ଦୃଷ୍ଟିହୀନ ବିଶ୍ୱକପ କ୍ରିକେଟ । ଏଥି ନିମନ୍ତେ ଆଜି ଅଜୟ କୁମାର ରେଡ୍ଡୀଙ୍କ ନେତୃତ୍ୱରେ ଭାରତୀୟ ଦଳର ଘୋଷଣା କରାଯାଇଛି । ଏଥିରେ ଓଡିଶାର ଷ୍ଟାର ଅଲ ରାଉଣ୍ଡର ନକୁଳ ବଡନାୟକ ସ୍ଥାନ ପାଇଛନ୍ତି । ଡିସେମ୍ବର ୬ରୁ ୧୭ ପର୍ଯ୍ୟନ୍ତି ଏହି…

ଅଯୋଧ୍ୟାରେ ଭବ୍ୟ ଦିପୋତ୍ସବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା: ଅଯୋଧ୍ୟାରେ ଦୀପାବଳି ପୂର୍ବରୁ ଆଜି ସଂଧ୍ୟାରେ ଦୀପ ଉତ୍ସବ ଧୂମଧାମରେ ପାଳନ ହେଉଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମେ ଶ୍ରରାମ…

ଆଶ୍ଚର୍ଯ୍ୟ, ସ୍ତବ୍ଧ ଓ ଆବାକ କରିଦେଲେ କୋହଲି

ଟି୨୦ ବିଶ୍ୱକପ କ୍ରିକେଟରେ ଭାରତ ଚମତ୍କାର ଢ଼ଙ୍ଗରେ ପାକିସ୍ତାନକୁ ପରାସ୍ତ କରି ବିଜୟ ଅଭିଯାନ ଆରମ୍ଭ କରିଛି । ଭାରତ ବିଜୟର ହୀରୋ ସାଜିଥିଲେ କିଙ୍ଗ କୋହଲି । କିଛି ଦିନ ତଳେ ତାଙ୍କୁ ବିଶ୍ୱକପ ଦଳରେ ନେବା ଉଚିତ ହେବ କି ନାହିଁ ଆଲୋଚନା ହେଉଥିଲା । ସମସ୍ତ ସମାଲୋଚକଙ୍କୁ ନୀରବ କରି ଦେଇଛନ୍ତି…

ଶେଷ ଓଭରରେ ମ୍ୟାଚ୍ ଜିତାଇଲେ କୋହଲି, ହାରିଲା ପାକିସ୍ତାନ

ମେଲବର୍ଣ୍ଣ: ଟିମ୍ ଇଣ୍ଡିଆର ଦୀପାବଳି ଭେଟି । ଟି-ଟ୍ୱେଣ୍ଟି ବିଶ୍ୱକପରେ ପାକିସ୍ତାନ ବିପକ୍ଷ ରୋମାଞ୍ଚକର ମ୍ୟାଚକୁ ଭାରତ ୪ ୱିକେଟରେ ଜିତି ନେଇଛି । ଟସ୍ ହାରି ପ୍ରଥମେ ପାକିସ୍ତାନ ବ୍ୟାଟିଂ କରିଥିଲା । ୨୦ ଓଭରରେ ପାକିସ୍ତାନ ୮ ୱିକେଟ୍ ହରାଇ ୧୫୯ ରନ୍ କରିଥିଲା । ୧୬୦ ରନର ପିଛା କରି…

ଝୁମ୍ପୁଡ଼ି ଘରେ କଟୁଛି ଦିନ, ମିଳୁନି ଖଣ୍ଡିଏ ଆବାସ

ଗରିବ ହିତାଧିକାରୀଙ୍କ ପାଇଁ ସରକାର କରିଛନ୍ତି ମାଳ ମାଳ ଯୋଜନା । କିନ୍ତୁ ଏବେବି ଝୁମ୍ପୁଡ଼ି ଘରେ ପାଲ ଟାଣି ଜୀବନ କାଟୁଛନ୍ତି ସୁଶାନ୍ତଙ୍କ ପରିବାର । ଏ ଦୃଶ୍ୟ ହେଉଛି ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ କାଦୁଆପଡା ପଞ୍ଚାୟତ କୁସିଙ୍ଗା ଗାଁ ର ସୁଶାନ୍ତ ରାୟଙ୍କ ଘର । ସୁଶାନ୍ତ ଜଣେ…

ବ୍ୟାକଫୁଟରେ ଟିମ୍ ଇଣ୍ଡିଆ, ୩୧ ରନରେ ଖସିଲାଣି ୪ ୱିକେଟ୍

ମେଲବର୍ଣ୍ଣ: ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପରେ ଭାରତ ପ୍ରଥମ ମୁକାବିଲାରେ ପାକିସ୍ତାନ ସହ ଖେଳୁଛି । ପ୍ରଥମେ ଟସ୍ ଜିତି ଭାରତ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା । ପାକିସ୍ତାନ ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍ ହରାଇ ୧୫୯ ରନ୍ କରିଥିଲା । ୧୬୦ ରନର ପିଛା କରି ବ୍ୟାଟିଂ ଆରମ୍ଭ କରିଥିବା…

କାଳୀପୂଜା ପାଇଁ ଚଳଚଞ୍ଚଳ ଯାଜପୁର

ଯାଜପୁର: ରାତି ପାହିଲେ ଆଲୋକର ପର୍ବ ଦୀପାବଳି । ଆଉ ଦୀପାବଳି ଦିନ ଠାରୁ ଆରମ୍ଭ ହୁଏ କାଳୀପୂଜା । ପବିତ୍ର ଦୀପାବଳିକୁ ନେଇ ବେଶ୍‌ ଚଳଚଞ୍ଚଳ ଯାଜପୁର ସହର । ଗତ ୨ ବର୍ଷ ହେବ କଟକଣା ମଧ୍ୟରେ କାଳିପୂଜା ହୋଇନଥିବା ବେଳେ ଚଳିତ ବର୍ଷ ବେଶ୍ ଧୁମ୍ ଧାମରେ ପାଳିତ ହେବ । ଏଥିପାଇଁ ସହରର ୪୫ ଟି…