ପାକିସ୍ତାନକୁ ୫ ୱିକେଟରେ ହରାଇଲା ଶ୍ରୀଲଙ୍କା
ଏସିଆ କପର ସୁପର ୪ ମ୍ୟାଚରେ ଶ୍ରୀଲଙ୍କା ପାକିସ୍ତାନକୁ ୫ ୱିକେଟରେ ହରାଇଛି । ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ଶ୍ରୀଲଙ୍କାକୁ ୧୨୨ ରନର ଟାର୍ଗେଟ ଦେଇଥିଲା । ୧୭ ଓଭରରେ ଶ୍ରୀଲଙ୍କା ୫ ୱିକେଟରେ ୧୨୪ ରନ୍ କରି ବିଜୟଲାଭ କରିଛି । ହସରଙ୍ଗା ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପାଇଛନ୍ତି ।…