Latest Odisha News

BREAKING NEWS

ଫ୍ୟାଶନ ମାମଲାରେ ରାଣୀ ଏଲିଜାବେଥ-୨ ଥିଲେ ଶୀର୍ଷରେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଣୀ ଏଲିଜାବେଥ-୨ଙ୍କର ଦେହାନ୍ତ ପରେ ତାଙ୍କ ସହ ଜଡିତ ଇତିହାସକୁ ମନେ ପକାଉଛି ସାରା ବିଶ୍ୱ। ଏଲିଜାବେଥ୍-୨ ବ୍ରିଟେନର ଦୀର୍ଘତମ ରାଜକୀୟ ରାଣୀର ମାନ୍ୟତା ହାସଲ କରିଥିଲେ। ବ୍ରଟିଶ ରାଜଗାଦୀର ଅଧିଷ୍ଠାତ୍ରୀ ଥିବା ଏଲିଜାବେଥଙ୍କର ଜୀବନଶୈଳୀ ସବୁବେଳେ ଚର୍ଚ୍ଚାର…

ସାରା ରାଜ୍ୟରେ ଟେଲମା ୪୦ ଔଷଧକୁ ନେଇ ଚାଲିଛି ଚଢ଼ାଉ

ଭୁବନେଶ୍ୱର: ଉଚ୍ଚ ରକ୍ତଚାପ ବା ବ୍ଲଡ ପ୍ରେସର ପାଇଁ ଡାକ୍ତର ଟେଲମା-୪୦ ଏବଂ ଟେଲମା-ଏଏମ ଔଷଧକୁ ରୋଗୀଙ୍କୁ ଖାଇବାକୁ ଦିଅନ୍ତି । କିନ୍ତୁ ଏହି ଔଷଧର ନକଲିକରଣ କରାଯାଇଛି ବୋଲି ଅଭିଯୋଗ ପରେ ସାରା ରାଜ୍ୟରେ ଡ୍ରଗ୍ସ କଣ୍ଟ୍ରୋଲର ସକ୍ରିୟ ହୋଇଯାଇଛନ୍ତି। ଗତକାଲି କଟକରେ ବିଭିନ୍ନ ଔଷଧ…

ରାଜଧାନୀରେ ଦୋକାନ କରିଥିଲେ ରଖନ୍ତୁ ୨ଟି ଡଷ୍ଟବିନ୍, ନହେଲେ ଦେବେ ଜରିମାନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିଏମସି ପରିମଳକୁ ଗୁରୁତ୍ୱ ଦେଉଛି । ବିଶେଷକରି ହାଟ ବଜାର ଓ ରାସ୍ତାକଡ଼ରେ ଥିବା ଦୋକାନ ଗୁଡ଼ିକରେ ୨ଟି ଲେଖାଏ ଡଷ୍ଟବିନ୍ ରଖିବାକୁ ବିଏମସି ନିର୍ଦ୍ଦେଶ ଦେଇଛି । ଗୋଟିଏ ଡଷ୍ଟବିନରେ ଶୁଖିଲା ଓ ଅନ୍ୟଟିରେ ଓଦା ବର୍ଜ୍ୟବସ୍ତୁ ପକାଇବେ । ଏବଂ ନିୟମିତ ଉକ୍ତ…

ଇଲେକ୍ଟ୍ରିକ୍‍ ଗାଡ଼ି ସୋ’ରୁମ୍‍ରୁ ନକଲି ଗୁଟ୍‍ଖା ଜବତ

ବ୍ରହ୍ମପୁର: ବ୍ରହ୍ମପୁର ସହରର ଫାଷ୍ଟଗେଟ୍‍ ସ୍ଥିତ ଏକ ଇଲେକ୍ଟ୍ରିକ୍‍ ଗାଡ଼ି ସୋ’ରୁମ୍‍ରୁ ନକଲି ଗୁଟ୍‍ଖା ଜବତ କରିଛି ବ୍ରହ୍ମପୁର ବଡ଼ ବଜାର ଥାନା ପୋଲିସ। କୌଣସି ସୂତ୍ରରୁ ସୂଚନା ପାଇ ଶୁକ୍ରବାର ସକାଳେ ସୋ’ରୁମ୍‍ରେ ଚଢ଼ଉ କରାଯାଇଥିଲା। ତେବେ ଚଢ଼ଉ ଖବର ଆଗୁଆ ପାଇ ସୋ’ରୁମ୍‍ ମାଲିକ ଫେରାର୍‍…

କେତେ ପାଠ ପଢ଼ିଥିଲେ ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟ ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ବ୍ରିଟେନର ରାଣୀ ଏଲିଜାବେଥ ଦ୍ୱିତୀୟଙ୍କର ଗୁରୁବାର ସ୍କଟଲ୍ୟାଣ୍ଡରେ ଦେହାନ୍ତ ହୋଇଛି । ରାଣୀଙ୍କ ମୃତ୍ୟୁ ପରେ ବ୍ରିଟେନ ସମେତ ସମଗ୍ର ବିଶ୍ୱରେ ଶୋକର ଲହରୀ ଖେଳିଯାଇଛି। ବ୍ରିଟେନର ରାଜ ପରିବାରର ସବୁଠାରୁ ଶୀର୍ଷ ସଦସ୍ୟଙ୍କ ମୃତ୍ୟୁକୁ ନେଇ ବ୍ରିଟେନବାସୀ ଶୋକ…

ଯାଜପୁର ଉପରେ ବିଜେପିର ନଜର, ସ୍ଥିତି ପରଖିବାକୁ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ୨୦୧୯ରେ ଯେଉଁ ୧୪୪ ଲୋକସଭା ଆସନରେ ବିଜେପି ଦୁର୍ବଳ ଥିଲା ତାକୁ ସୁଦୃଢ କରିବାକୁ ରଣନୀତି ଆରମ୍ଭ କରିଛନ୍ତି ଦାୟିତ୍ୱରେ ଥିବା କେନ୍ଦ୍ରମନ୍ତ୍ରୀ। ଏହି କ୍ରମରେ ଆଜି ଓଡିଶା ଆସିଛନ୍ତି କେନ୍ଦ୍ର ଆଦିବାସୀମନ୍ତ୍ରୀ…

ପାକିସ୍ତାନକୁ ଶକ୍ତିଶାଳୀ କରୁଛି ଆମେରିକା: ୪୫୦ ମିଲିଅନ ଡଲାର ଦେବ ବାଇଡେନ ସରକାର

ଓଡ଼ିଶା ସମ୍ବାଦ ବ୍ୟୁରୋ:  ପାକିସ୍ତାନ ଏବଂ ଆମେରିକାରେ ସରକାର ବଦଳିବା ପରେ ପ୍ରତିରକ୍ଷା ନୀତି ମଧ୍ୟ ବଦଳିବାରେ ଲାଗିଛି ।  ଆମେରିକାର ବାଇଡେନ ସରକାର F-16 ଯୁଦ୍ଧ ବିମାନ ସମ୍ବନ୍ଧରେ ପାକିସ୍ତାନକୁ ଆର୍ଥିକ  ସାହାଯ୍ୟ କରିବାକୁ ନିଷ୍ପତ୍ତି ନେଇଛି। ପୂର୍ବରୁ ଟ୍ରମ୍ପ ସରକାର ଏହା ଉପରେ ରୋକ…

ବାରମ୍ବାର ଶୋଷ ଲାଗିବା, ସତର୍କ ଘଣ୍ଟି !

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରତି ତିନି-ଚାରି ଘଣ୍ଟାକୁ ଥରେ ପାଣି ପିଇବା ସାଧାରଣ କଥା। ଯଦି ପ୍ରତି ଅଧ ଘଣ୍ଟାକୁ ଥରେ ଶୋଷ ଲାଗେ ଓ ପାଣି ପିଇବାକୁ ଇଚ୍ଛା ହୁଏ, ତେବେ ଏହା ଏକ ଚିନ୍ତାର ବିଷୟ ବୋଲି କୁହାଯାଇପାରେ। ବାରମ୍ବାର ଶୋଷ ଲାଗିବା ଏକ ରୋଗର ଲକ୍ଷଣ ହୋଇଥାଇ ପାରେ ।…

ଏମକେସିଜିରେ ପୁଣି ଖସିଲା ସିଲିଂ

ବ୍ରହ୍ମପୁର: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ପୁଣି ଅଘଟଣ। ଗୁରୁବାର ସୁପର ସ୍ପେସିଆଲିଟି କୋଠାର ପଞ୍ଚମ ମହଲାରେ ଛାତରୁ ସିଲିଂ ଖସିଥିଲା। ଦିନକ ପରେ ଅର୍ଥାତ ଶୁକ୍ରବାର ସକାଳେ ଏହି କୋଠାର ତୃତୀୟ ମହଲାର ଅନ୍ତଃସ୍ରାବ(endocrinology)…

କିଏ ହେବ କଂଗ୍ରେସର ନୂଆ ମଙ୍ଗୁଆଳ? ରାହୁଲ, ମଲ୍ଲିକାର୍ଜୁନ, ଅଶୋକଙ୍କ ଉପରେ ନଜର

ନୂଆଦିଲ୍ଲୀ: କିଏ ହେବ କଂଗ୍ରେସର ନୂଆ ସଭାପତି? କାହାକୁ କଂଗ୍ରେସ ଦଳ ମଙ୍ଗୁଆଳ କରିବ। କାହା ନେତୃତ୍ବରେ ଦଳ ୨୦୨୪ ନିର୍ବାଚନ ଲଢ଼ିବ? ଏଭଳି ଅନେକ ପ୍ରଶ୍ନକୁ ନେଇ ଖାଲି କଂଗ୍ରେସରେ ଚର୍ଚା ହେଉନି ସାରା ଭାରତରେ ଆଲୋଚନା ହେଉଛି । ଆଉ ଦୁଇ ସପ୍ତାହ ପରେ କଂଗ୍ରେସର ନିର୍ବାଚନ ପ୍ରକ୍ରିୟାର…