ମିଶନ ଶକ୍ତି ମହିଳାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ୪ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଆଜି ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ।…