Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନାରେ ଘୋଟାଲା। ପାଉଣା ନମିଳିଲେ ଆନ୍ଦୋଳନ ଜୋରଦାର

ନୂଆପଡ଼ା : ଗାଁର ଗରିବଙ୍କ ପାଇଁ କର୍ମ ନିଯୁକ୍ତି ଯୋଜନା ଯେମିତି ପ୍ରହସନ ପାଲଟିଛି । କିଛି ଅସାଧୁ କର୍ମଚାରୀ ମାଲାମାଲ ହେଉଥିବା ବେଳେ ଗାଁର ଗରିବ କାମ କରି ଦି ପଇସା ପାଇବାକୁ ଚାହିଁ ବସିଛି । ଯେମତି ଏହି ଖଡ଼ିଆଳ ଦାବ୍ରି ପଞ୍ଚାୟତର ବିଭିନ୍ନ ଗାଁର ଉନ୍ନତିକରଣ ପାଇଁ ରାସ୍ତାରୁ ନେପଇ ପୋଖରୀ…

ସର୍ଭେ ରିପୋର୍ଟ: ଦେଶରେ ସୁଧୁରୁଛି ୟୁପିଏର ସ୍ଥିତି, କମୁନି ଏନଡିଏର ପ୍ରଭାବ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଉପରଲିଖିତି ଶୀରିନୋମା ପଢିବାକୁ ଟିକିଏ ଅଡୁଆ ଲାଗିପାରେ । କାରଣ ବେରୋଜଗାରୀ, ମହଙ୍ଗା ଆଦି ବିଭିିନ୍ନ ପ୍ରସଙ୍ଗରେ କେନ୍ଦ୍ରର ମୋଦୀ ସରକାର ଅଡୁଆରେ ରହିଛନ୍ତି । ଏପରି ସ୍ଥିତିରେ କିନ୍ତୁ ଜାତୀୟ ଗଣମାଧ୍ୟମ 'ଇଣ୍ଡିଆ ଟିଭି' ଚ୍ୟାନେଲ ଦ୍ୱାରା ହୋଇଥିବା ସର୍ଭେରୁ…

ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ସଙ୍କେତ

ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି ସଙ୍କେତ ସରଗର । ଭାରୋତୋଳନ ୫୫ କିଗ୍ରା ବିଭାଗରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି । ସଙ୍କେତ ସ୍ନାଚରେ ୧୧୩ ଓ କ୍ଲିନ ଆଣ୍ଡ ଜର୍କରେ ୧୩୫ କିଗ୍ରାର ଭାର ଉଠାଇଥିଲେ । ଆମେ ସ୍ୱାଧୀନତାର ଅମୃତ ମହୋତ୍ସୋବ ପାଳନ…

ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ୱର: ନୂଆ ବିରୋଧୀ ଦଳ ନେତା ବାଛିଲା ବିଜେପି । ଜୟ ନାରାୟଣ ମିଶ୍ର ହୋଇଛନ୍ତି ନୂଆ ବିରୋଧୀ ଦଳ ନେତା । ବିରୋଧୀ ଦଳ ନେତା ଭାବେ ଜୟ ନାରାୟଣଙ୍କ ନାଁ ଘୋଷଣା କରିଛନ୍ତି ରାଜ୍ୟ ବିଜେପି ସହପ୍ରଭାରୀ । ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟ ନାରାୟଣ ମିଶ୍ର ପ୍ରଦୀପ୍ତ ନାଏକଙ୍କ…

ଆଟଲାଂଟା ସମୁଦ୍ର ତଳେ ରହସ୍ୟମୟ ଛିଦ୍ର, ଏଲିୟନଙ୍କ ଉପରେ ସନ୍ଦେହ

ନୂଆଦିଲ୍ଲୀ: ଏଲିୟନଙ୍କୁ ନେଇ ଭିନ୍ନ ଭିନ୍ନ ଖବରମାନ ପ୍ରକାଶ ପାଉଛି । ଏହି ଶ୍ରେଣୀରେ ସାମିଲ ହୋଇଛି ଏକ ରହସ୍ୟମୟ ଘଟଣା । ଆଟାଲାଂଟା ସମୁଦ୍ର ତଳେ ରହସ୍ୟମୟ ଛିଦ୍ର ବୈଜ୍ଞାନିକମାନେ ଖୋଜି ପାଇଛନ୍ତି । ୨.୭ କିମି ସମୂଦ୍ର ତଳେ କି ଭଳି ଏହି ଛିଦ୍ର ସୃଷ୍ଟି ହେଲା ତାହା ବର୍ତମାନ ସମସ୍ତଙ୍କୁ…

ଚିଟଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

କଟକ: ପୂର୍ବତନ କଟକ-ଚୌଦ୍ୱାର ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ସମ୍ପତ୍ତି ଇଡି ଆଟାଚ୍ କରିଛି । ପ୍ରଭାତ ବିଶ୍ୱାଳଙ୍କ ୩ କୋଟି ୯୨ ଲକ୍ଷ ଟଙ୍କାର ସମ୍ପତ୍ତି ED ଆଟାଚ୍ କରିଥିବା ଜଣାପଡ଼ିଛି । ମନି ଲଣ୍ଡରିଂ ଆକ୍ଟ ଅନୁସାରେ ସମ୍ପତ୍ତି ଆଟାଚ୍ କରିଛି ED । ଅଣ ବ୍ୟାକିଙ୍ଗ ସଂସ୍ଥା ଜରିଆରେ…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଲକଡାଉନ୍ ଲିରିକ୍ସ’ ଉନ୍ମୋଚିତ

ଭୁବନେଶ୍ୱର : ଅଥର ପ୍ରେସ ନୂଆଦିଲ୍ଲୀ ଆନୁକୂଲ୍ୟରେ ପ୍ରକାଶିତ କବୀ ସଂଯୁକ୍ତା ଦାଶଙ୍କର ଇଂରାଜୀ କବିତା ସଙ୍କଳନ ଲକଡାଉନ୍ ଲିରିକ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି ।ମହାମାରୀ କରୋନା ସମୟରେ ଅନୁଭବ ଓ ଅନୁଭୂତି ଭିତରେ ମାନସିକ ଅବସ୍ଥା ତଥା ଆଶା ଓ…

ବିଧାୟକଙ୍କ ଦରମା ବୃଦ୍ଧି ଦାବିରେ ଗୃହରେ ଏକାଠି ହେଲେ ସବୁ ଦଳ

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ଦାବିରେ ବିଧାନସଭାରେ ଏକାଠି ହୋଇଛନ୍ତି ସବୁ ଦଳ । ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ ଉଠାଇଛନ୍ତି । ପ୍ରଥମେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଥିଲେ ମୋହନ ମାଝୀ । କହିଥିଲେ ୨୦୧୭ରେ ବିଧାୟକଙ୍କ ଦରମା ଶେଷ…

ବ୍ୟାପୁଛି ଝାଡ଼ାବାନ୍ତି, ସୁବର୍ଣ୍ଣପୁରରେ ଜଣଙ୍କର ମୃତ୍ୟୁ; ଏକାଧିକ ଅସୁସ୍ଥ

ସୋନପୁର: ବର୍ଷା ଋତୁରେ ବ୍ୟାପୁଛି ଝାଡ଼ାବାନ୍ତି । ମୁଣ୍ଡ ନେଉଛି ଡାଇରିଆ । ସୁବର୍ଣ୍ଣପୁର ଜିଲ୍ଲାରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଛି । ତରଭା ଥାନା ସୁର୍ଜିମୁଣ୍ଡା ଗାଁର ଧନଦେଇ ସାହୁଙ୍କ ମୃତ୍ୟୁ ହୋଇଥିବା ବେଳେ ଗାଁରେ ୨୫ରୁ ଅଧିକ ଲୋକେ ଅସୁସ୍ଥ ହୋଇ ପଡ଼ିଛନ୍ତି । ଅସୁସ୍ଥ…

ବିଶ୍ବରେ ପ୍ରଥମ ମୁଣ୍ଡ ନେଲା ଭୟଙ୍କର ମଙ୍କିପକ୍ସ

ଦିଲ୍ଲୀ: ବିଶ୍ବରେ ଆତଙ୍କ ଖେଳାଇଲାଣି ମଙ୍କିପକ୍ସ  । ମଙ୍କିପକ୍ସ ଯୋଗୁ ଏବେ ଆତଙ୍କ ବଢି ବଢି ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ଏବେ ଜଣଙ୍କର ମୃତ୍ୟୁ ବି ହୋଇଛି । ବିଶ୍ବରେ ପ୍ରଥମ ମୁଣ୍ଡ ନେଲା ଭୟଙ୍କର ମଙ୍କିପକ୍ସ । ସର୍ବାଧିକ ମକ୍ସିପକ୍ସରେ ପ୍ରଭାବିତ ଦେଶ ସ୍ପେନରେ…