ସଂସଦରେ ଆଗତ ହେଲା ସଂଶୋଧିତ ଆୟକର ବିଲ
ନୂଆଦିଲ୍ଲୀ: ଆଜି ସଂସଦରେ ଆଗତ ହେଲା ନୂଆ ଇନକମ୍ ଟ୍ୟାକ୍ସ ବିଲ୍ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ଇନକମ୍ ଟ୍ୟାକ୍ସ ବିଲର ଏକ ସଂଶୋଧିତ ସଂସ୍କରଣ ଆଗତ କରିଛନ୍ତି । ଏହି ବିଲରେ ଅନେକ ନୂତନ ପରିବର୍ତ୍ତନ କରାଯାଇଛି, ଯାହା ସାଧାରଣ କରଦାତାଙ୍କୁ ମଧ୍ୟ ପ୍ରଭାବିତ କରିବ ।
ଏହି…