ଆଜି କଂଗ୍ରେସ ସଭାପତି ନିର୍ବାଚନ, ଜାଣନ୍ତୁ କିପରି ରହିବ ଭୋଟିଂ ପ୍ରକ୍ରିୟା
ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ କଂଗ୍ରେସ ସଭାପତି ନିର୍ବାଚନ ଆଜି ହେବାକୁ ଯାଉଛି। ଦୀର୍ଘ ୨୨ ବର୍ଷ ପରେ ଜଣେ ଅଣ ଗାନ୍ଧୀ ନେତା ଦଳର ନେତୃତ୍ବ ନେବାକୁ ଯାଉଛନ୍ତି। ଏଥିପାଇଁ ଆଜି ଭୋଟିଂ ହେବ । ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଦଳର ନୂଆ ସଭାପତି କିଏ ହେବେ ସେ ନେଇ ଚୟନ କରିବେ ଦଳୀୟ ନେତା।…