ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ବର : ଗୁରୁବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଅଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ । ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ୧୪ ଘଣ୍ଟା ଅର୍ଥାତ୍ ଶୁକ୍ରବାର ସକାଳରୁ ଶନିବାର ପର୍ଯ୍ୟନ୍ତ ଜଗତ୍ସିଂହପୁର, ପୁରୀ,…