ଶାନ୍ତି ଶୃଖଂଳାର ସହ ପୂଜା ପାଳିବା ପାଇଁ ପ୍ରସ୍ତୁତି ବୈଠକ
ଭୁବନେଶ୍ବର: ଚଳିତ ବର୍ଷର ଶାରଦୀୟ ଦୂର୍ଗା ପୂଜା ସହିତ ଲକ୍ଷ୍ମୀ ପୂଜା ପାଳନ ପାଇଁ ଭୁବନେଶ୍ୱର ପୋଲିସ କମିଶନରଙ୍କ କାର୍ଯ୍ୟଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଭିନ୍ନ ପୂଜା କମିଟିର ସମସ୍ୟା ଗୁଡିକ ବିଷୟରେ ଆଲୋଚନା କରାଯିବା ସହ ସମ୍ପ୍ରତି ପୂଜା ପୂର୍ବରୁ…