ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା
ଭୁବନେଶ୍ୱର : ରାଜ୍ୟରେ ଦୀର୍ଘ ଦିନରୁ ଏକ ହେଲଥ୍ ୟୁନିଭରସିଟିର ଆବଶ୍ୟକତା ରହିଥିଲା, ଯାହାକି ଏବେ ପୂରଣ ହେବାକୁ ଯାଉଛି । ଏହା ଦେଶର ୧୭ତମ ହେଲଥ୍ ୟୁନିଭରସିଟି ଭାବେ ପରିଗଣିତ ହେବ । ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡ଼ିଶା ସୁଖୀ ଓଡ଼ିଶା’କୁ ପାଥେୟ କରି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଆଗେଇ…