‘ଏକାମ୍ର ୱାକ୍ସ’ର ୯ମ ସଂସ୍କରଣ ଶୁଭାରମ୍ଭ: ଐତିହ୍ୟ ପାଳନ ଓ ସ୍ୱଚ୍ଛତାକୁ ପ୍ରୋତ୍ସାହନ
ଭୁବନେଶ୍ବର: ଇଣ୍ଡିଆନ ରୋଡ୍ କଂଗ୍ରେସର (ଆଇଆରସି) ଅବସରରେ 'ଐତିହ୍ୟ ପାଳନ କରନ୍ତୁ, ଭୁବନେଶ୍ବରକୁ ସଫା ରଖନ୍ତୁ ।' ଶୀର୍ଷକ ବାର୍ତ୍ତାକୁ ନେଇ 'ଏକାମ୍ର ୱାକ୍ସ'ର ୯ମ ସଂସ୍କରଣ ଶୁଭାରମ୍ଭ ହୋଇଯାଇଛି । ଶୁକ୍ରବାର ଜନତା ମଇଦାନ ଠାରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଓ ଭୁବନେଶ୍ୱର ମହାନଗର…